ବଡ଼ବେତରା ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଦେଶଭକ୍ତିର ସ୍ୱରରେ ରଞ୍ଜିତ ହେଲା ପରିବେଶ
କେନ୍ଦ୍ରାପଡ଼ା(ବିକାଶ ବେହେରା) : କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଲକ ଅନ୍ତର୍ଗତ ବଡ଼ବେତରା ଉଚ୍ଚପ୍ରାଥମିକ ବିଦ୍ୟାଳୟ ପରିସରରେ ଆଜି ଦେଶର ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଉତ୍ସାହ, ଉଦ୍ଦୀପନା ଓ ଦେଶଭକ୍ତିର ମାହୋଲ ମଧ୍ୟରେ ପାଳିତ ହୋଇଯାଇଛି। ସକାଳୁ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକମାନଙ୍କ ଗହଣରେ ଏକ ଗୁରୁତ୍ୱପୂର୍ଣ୍ଣ ସଭାର ଆୟୋଜନ କରାଯାଇଥିଲା। ଏହି ସ୍ମରଣୀୟ ଉତ୍ସବରେ ଗ୍ରାମର ପ୍ରତିଷ୍ଠିତ ବୟୋଜ୍ୟଷ୍ଠ ବ୍ୟକ୍ତିତ୍ୱ ତଥା ବିଶିଷ୍ଟ ସମାଜସେବୀ ନଗେନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା […]
Read More Text.