ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁ ଦଣ୍ଡ
ବରଗଡ: ବରଗଡ଼ ଜିଲା ପାଇକମାଳ ଥାନା ଅଞ୍ଚଳରେ ଗତ ୨୦୨୪ ନଭେମ୍ବରରେ ହୋଇଥିବା ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁ ଦଣ୍ଡାଦେଶ ହୋଇଛି। ପୋକ୍ସୋ ଅଦାଲତ ଏହାର ବିଚାର କରି ଆଜି ଅଭିଯୁକ୍ତଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ୩୭ ଜଣ ସାକ୍ଷୀଙ୍କ ବୟାନ ଆଧାରରେ ମୃତ୍ୟୁ ଦଣ୍ଡାଦେଶ ହୋଇଛି। ପୀଡ଼ିତାଙ୍କ ପରିବାରକୁ ୧୫ ଲକ୍ଷ ସହାୟତା ଦେବାକୁ ଡିଏଲସିଏଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉତ୍ତରାଞ୍ଚଳ ଆଇଜିଙ୍କ ନିର୍ଦ୍ଦେଶରେ ଏସ୍ପି ତଦନ୍ତର ତଦାରଖ କରୁଥିଲେ। ସୂଚନା ଅନୁସାରେ […]
Read More Text.