ବାବା ସିନ୍ଧୁକେଶ୍ୱର ୟୁଥ୍ କ୍ଲବ ଫୁଟୁବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ଆଗରପଡ଼ା:ବନ୍ତ ବ୍ଲକ ଅଣିଜୋ ପଂଚାୟତ ଗ୍ରାମ ଖେଳପଡିଆ ଠାରେ ବାବା ସିନ୍ଧୁକେଶ୍ୱର ଫୁଟବଲ୍ କ୍ଲବ ଆନୁକୂଲ୍ୟରେ ପଂଚମ ବାର୍ଷିକ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଅଧ୍ୟାପକ ଗୋବିନ୍ଦଚନ୍ଦ୍ର ସାହୁ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ଯୋଗଗୁରୁ ଧରଣୀଧର କର, ଭାଜପା ମହତାବ ମଣ୍ଡଳ ସଭାପତି ଅମୂଲ୍ୟରତ୍ନ ନନ୍ଦ, ବ୍ଳକ ଯୁବ ବିଜେଡି ସଭାପତି ସତ୍ୟ ସାଧନ ବେଜ ,ଅଣିଜୋ ସରପଂଚ ପ୍ରତିନିଧି ଜଗବନ୍ଧୁ ପୃଷ୍ଟି ,ବିଜେଡି ପଂଚାୟତ […]

Read More Text.

ଘରୋଇ ଇଂରାଜୀ ମିଡିୟମ ସ୍କୁଲର ୨ ଛାତ୍ର ଗୋଷ୍ଠୀ ମଧ୍ୟରେ ମାଡ଼ପିଟ, ୧୦ ଜଣଙ୍କ ନାଁରେ ମାମଲା

କଟକ : କଟକରେ ଅଭାବନୀୟ ଘଟଣା । ଗଣ୍ଡରପୂର୍ ମହାନଦୀ ବିହାର ଅଞ୍ଚଳର ଏକ ଘରୋଇ ଇଂରାଜୀ ମିଡିୟମ ସ୍କୁଲର ଦୁଇ ଛାତ୍ର ଗୋଷ୍ଠୀ ମୁହାମୁହିଁ । ଦୁଇ ଛାତ୍ରଙ୍କୁ ହୋଇଛି ମରଣାନ୍ତକ ଆକ୍ରମଣ । ୧୦ ଛାତ୍ରଙ୍କ ନାଁ ରେ ଚାଉଳିଆଗଞ୍ଜ ଥାନାରେ ମାମଲା ରୁଜୁ ହୋଇଛି । ବିଦ୍ୟାଳୟ ଲିଫ୍ଟରେ ଯିବାକୁ ନେଇ ଗତ ୨୦ ତାରିଖ ଦିନ ବିବାଦ ଉପୁଜି ଥିଲା । ଏହାକୁ ନେଇ ଗତକାଲି ସ୍କୁଲ ଆୱାର ପରେ ଉଭୟ ଗୋଷ୍ଠୀ […]

Read More Text.

ସିକନ୍ଦର ଆଲାମ୍ ଓ ତାର ଭାଇକୁ ଗିରଫ କଲା ଜଗତସିଂହପୁର ପୁଲିସ

ଜଗତସିଂହପୁର: ବାଲାଂଦେଶୀ ଅନୁପ୍ରବେଶ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସିକନ୍ଦର ଆଲାମ୍ ଓରଫ ସିକୁ  କୁ ଗିରଫ କରିଛି ପୁଲିସ୍ । ୧୬ ତାରିଖରେ ସନ୍ଧ୍ୟା‌ରେ ପୁଲିସ୍ ର ଚଡ଼ାଉ ଦେଖି ଚମ୍ପଟ ମାରିଥିଲା । ଶନିବାର ଯାଜପୁର ଠାରେ ଅଭିଯୁକ୍ତ ସିକନ୍ଦର ପୋଲିସ୍ ପଞ୍ଜାରେ ପଡ଼ିଛି ।  ସିକନ୍ଦର ସାନ ଭାଇ ଅବଦୁଲାକୁ ମଧ୍ୟ ଖୋର୍ଦ୍ଧାରୁ ଗରିଫ କରାଯାଇଛି । ସିକନ୍ଦର ପୁଅ ଓ ଅନ୍ୟ ସହଯୋଗୀକୁ ଅଟକ ରଖିଛି । ୭ ଦିନ ଧରି  ଅଭିଯୁକ୍ତ […]

Read More Text.

୬୯ ଲକ୍ଷ ହଡପ, ବନ୍ଧା ହେଲେ ପୂର୍ବତନ କିରାଣି

ଭୁବନେଶ୍ବର: ୬୯ ଲକ୍ଷ ହଡପ, ପୂର୍ବତନ କିରାଣି ଗିରଫ ।  ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଟ୍ରେଜେରୀ ପୂର୍ବତନ ବରିଷ୍ଠ କିରାଣି ମନୋରଞ୍ଜନ ସାହୁ ଗିରଫ ।  ଟ୍ରେଜେରୀର ୬୮ଲକ୍ଷ ୮୫ ହଜାର ୪୯୭ ଟଙ୍କା ହଡ଼ପ ଅଭିଯୋଗରେ ତାଙ୍କୁ ବାନ୍ଧିଛି ଭିଜିଲାନ୍ସ । ମନୋରଞ୍ଜନ ସାହୁ ପରିବାର ପେନସନଧାରୀଙ୍କ ଟଙ୍କାକୁ ନିଜ ବ୍ୟାଙ୍କ ଆକାଉଣ୍ଟ ଏବଂ କିଛି ସମ୍ପର୍କୀୟଙ୍କ ଆକାଉଣ୍ଟଙ୍କୁ କ୍ରେଡିଟ୍ କରିଥିଲେ । ଟଙ୍କା ହଡ଼ପ ନେଇ ଅଭିଯୋଗ ପରେ ତଦନ୍ତ କରିଥିଲା ଭିଜିଲାନ୍ସ ।  ଦୁଇ […]

Read More Text.

୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଶେଷ ହେବ ମାଓଦମନ

ଭୁବନେଶ୍ବର: ନକ୍ସଲ ମୂଳପୋଛ ନେଇ ଓଡ଼ିଶା ପୁଲିସର ବଡ ପଦକ୍ଷେପ । କନ୍ଧମାଳରେ ପୁଲିସ ମହାନିର୍ଦ୍ଦେଶକ ବଡ ସମୀକ୍ଷା କରି କହିଛନ୍ତି ଯେ ୨୦୨୬ ମାର୍ଚ୍ଚ ୩୧ସୁଦ୍ଧା ମାଓଦମନ ଶେଷ ହେବ । ମାଓବାଦୀ ମୂଳପୋଛ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ନିର୍ଦ୍ଦେଶ ରହିଛି । ଡିଜିପି କହିଛନ୍ତି ଯେ ଅସ୍ତ୍ର ଛାଡି ମୁଖ୍ୟ ରାସ୍ତାରେ ସାମିଲ ହେବାକୁ ରାଜ୍ୟ ସରକାରଙ୍କ ଆହ୍ୱାନ ରହିଛି । ମାଓବାଦୀଙ୍କୁ ଆତ୍ମସମର୍ପଣ କରିବା ପାଇଁ ସ୍ୱତନ୍ତ୍ର ପଲିସି କରାଯାଇଛି । […]

Read More Text.

ଭଦ୍ରକରେ ୧୦୧ କୋଟି ବ୍ୟୟରେ ୨୨ଟି ପ୍ରକଳ୍ପର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଦୋବଲ: ଭଦ୍ରକ ଜିଲା ଧାମନଗରରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।  ସକାଳ ୯ ଟାରେ ଧାମନଗର ବଜାରରୁ ମୋଟର ସାଇକେଲ ପଟୁଆରରେ ଆସି  ଐତିହାସିକ ପୀଠ ତଥା ପର୍ଯ୍ୟଟନ ସ୍ଥଳୀ ଗୋହିରାଟିକିରିରେ ପହଞ୍ଚିଥିଲେ। ଶେଷ ସ୍ବାଧୀନ ରାଜା ମୁକୁନ୍ଦଦେବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ନିକଟସ୍ଥ ମଠ ପରିଦର୍ଶନ କରିଥିଲେ। ଏହାପରେ ଦେଶର ପ୍ରଥମ ଗୃହମନ୍ତ୍ରୀ ତଥା ମହାନ ସ୍ବାଧୀନତା ସଂଗ୍ରାମୀ ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜନ୍ମ ଜୟନ୍ତୀ ଅବସରରେ […]

Read More Text.

ବାରବାଟୀ ଷ୍ଟାଡିୟମରେ ଅଢ଼େଇ ହଜାର ସିଟ୍ କମାଇଲା ଓସିଏ

କଟକ : ବାରବାଟୀ ଷ୍ଟାଡିୟମରେ କମିଲା ସିଟ୍ ସଂଖ୍ୟା । ଗ୍ୟାଲେରୀ ଗୁଡ଼ିକରେ ସିଟ ସଂଖ୍ୟା ଅଢ଼େଇ ହଜାର ସିଟ୍ କମାଇଲା ଓଡ଼ିଶା କ୍ରିକେଟ ଆସୋସିଏସନ୍। ୧୯ ଇଞ୍ଚରୁ ୨୨ ଇଞ୍ଚକୁ ବୃଦ୍ଧି କରାଗଲା ସିଟ ଗୁଡ଼ିକର ଚଉଡା। କମିଶନରେଟ ପୋଲିସର ପରାମର୍ଶ ପରେ ସିଟ କମାଇଲା ଓସିଏ ।  ଷ୍ଟାଡିୟମ୍ ପୁରୁଣା ହୋଇ ଥିବାରୁ ସୁରକ୍ଷା ଦୃଷ୍ଟିରୁ ଷ୍ଟାଡିୟମ୍ ଗ୍ୟାଲେରୀ ଗୁଡ଼ିକରେ ସିଟ ସଂଖ୍ୟା କମାଇବା ପାଇଁ କହିଥିଲେ କମିଶନରେଟ ପୋଲିସ । କମିଥିବା ସିଟ ସଂଖ୍ୟାକୁ […]

Read More Text.

ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ: ବିଜୟ କେତନ ବିଶ୍ୱାଳ ଶ୍ରେଷ୍ଠ ଏଫଏମୟୁ

ବିଶୋଇ: ଓଡ଼ିଶା  ସରକାରଙ୍କ ଜଙ୍ଗଲ ବିଭାଗ ଦ୍ବାରା ପରିଚାଳିତ ଓଡ଼ିଶା ବନାଞ୍ଚଳ । ଉନ୍ନୟନ ପ୍ରକଳ୍ପ ଭା ଭାଗ-୨ର ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ପିସିସି ଏଫ ସୁରେଶ ସୁରେଶ ପନ୍ତ ଓଡିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପର କାର୍ଯ୍ୟ ସମୀକ୍ଷା କରିଥିଲେ । ଏହି ଅବସରରେ ମଣଦା ବନାଞ୍ଚଳର ଉଲ୍ଲେଖନୀୟ କାର୍ଯ୍ୟ ପାଇଁ  ସଂଯୋଜକ  ବିଜୟ  କେତନ ବିଶ୍ବାଳଙ୍କୁ ସମ୍ମାନିତ କରାଯାଇଥିଲା । ଓଡ଼ିଶା ସରକାରଙ୍କର ଜଙ୍ଗଲ ବିଭାଗ ଦ୍ବାରା ପରିଚାଳିତ ଓଡ଼ିଶା ବନାଞ୍ଚଳ […]

Read More Text.
Low pressure

ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ, ପରବର୍ତ୍ତୀ ୪୮ ଘଣ୍ଟାରେ ହୋଇପାରେ ଆହୁରି ଘନୀଭୂତ

ଭୁବନେଶ୍ବର: ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ ।  ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।  ମାଲାକା ଷ୍ଟ୍ରେଟ୍ ଓ ଏହାର ପାଖାପାଖି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଓଡ଼ିଶା ଉପକୂଳ ଠାରୁ ଏହା ବହୁ ଦୂରରେ ରହିଛି ।  ଏହା ଆହୁରି ଘନୀଭୂତ ହେବ। ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତିକରି ୨୪ ନଭେମ୍ବର ପାଖାପାଖି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ ।  […]

Read More Text.
Accident1

ଵସ-ସ୍କୁଟି ମୁହାଁମୁହିଁ, ୨ ମୃତ

ଚାନ୍ଦବାଲି: ଭଦ୍ରକ- ଚାନ୍ଦବାଲି ରାସ୍ତାର କମାରିଆ ଛକରେ ଵସ-ସ୍କୁଟି ମୁହାଁମୁହିଁ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ନେଇ ଉତ୍ତେଜନା ।  କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ ।  ପୀରହାଟ ଥାନା କମାରିଆ ଛକରେ ଏକ ଘରୋଇ ଵସ ଓ ସ୍କୁଟି ମୁହାଁମୁହିଁ ଧକ୍କା ହେବାରୁ ସ୍କଟିରୁ ୨ ଆରୋହୀ ରାସ୍ତାକୁ ଛିଟିକି ପଡ଼ିଥିଲେ । ଆଉ ସେଠାରେ ତାଙ୍କର ମୃତ୍ୟୁ ଘଟିଛି ।  ମୃତକଙ୍କ ଭିତରୁ ଜଣେ ତିହିଡି ବ୍ଲକ ଅଧ୍ୟାକ୍ଷାଙ୍କ ଭାଇ ବୋଲି ଜଣାପଡିଛି […]

Read More Text.