ପୁରୀ ଦୁର୍ଘଟଣା: ମୃତ ନାବାଳକର ପରିବାରକୁ ୪ ଲକ୍ଷ ଅନୁକମ୍ପା ରାଶି
ପୁରୀ: ପୁରୀ ବଳଗଣ୍ଡି ଛକରେ ସଡ଼କ ଦୁର୍ଘଟଣାରେ ବୋଲେରୋ ଓ ସ୍କଟି ଧକ୍କାରେ ଜଣେ ନାବାଳକ ମୃତ୍ୟୁ ହୋଇଛି । ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ସୂଚନା ଅନୁଯାୟୀ, ପୁରୀ ମେଡ଼ିକାଲ ଛକ ପଟୁ ଶ୍ରୀମନ୍ଦିର ଆଡ଼କୁ ବୋଲେରୋ ଗାଡ଼ି ଆସୁଥିବା ବେଳେ […]
Read More Text.