ଡିସେମ୍ବର ୧ରୁ ଘରୋଇ ବସ ଧର୍ମଘଟ !
କଟକ : ଡିସେମ୍ବର ୧ ତାରିଖରୁ ଘରୋଇ ବସ ଧର୍ମଘଟ ଚେତାବନୀ । ମୋଟର ଯାନ ଯାଞ୍ଚ୍ ପାଇଁ ପୁଲିସ ବିଭାଗକୁ ଅତିରିକ୍ତ କ୍ଷମତା ପ୍ରଦାନ ପ୍ରତିବାଦରେ ଅଲ୍ ଓଡ଼ିଶା ବସ୍ ମାଲିକ ସଂଘ ଡିସେମ୍ବର ୧ରୁ ରାଜ୍ୟବ୍ୟାପୀ ଧର୍ମଘଟ ଧମକ ଦେଇଛି। ୧୪ ହଜାର ଘରୋଇ ବସ୍ ଏହି ଆନ୍ଦୋଳନରେ ସାମିଲ ହେବେ। ପୁଲିସକୁ ଏମଭି କ୍ଷମତା ନ ଦେବାକୁ ବସ୍ ମାଲିକ ସଂଘ ଦାବି କରିଛି । ଏ ନେଇ ବସ୍ ମାଲିକ ସଂଘ […]
Read More Text.