ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ଦ୍ୱାରା ଆୟୋଜିତ “ଆଇନ ସଚେତନତା ଓ ମାନସିକ ସ୍ୱାସ୍ଥ୍ୟ” ଶୀର୍ଷକ କାର୍ଯ୍ୟକ୍ରମ
ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ଦ୍ୱାରା ଆୟୋଜିତ “ଆଇନ ସଚେତନତା ଓ ମାନସିକ ସ୍ୱାସ୍ଥ୍ୟ” ଶୀର୍ଷକ କାର୍ଯ୍ୟକ୍ରମ ନଭେମ୍ବର ୧୫ ତାରିଖ ଶନିବାର ବିଶ୍ୱବିଦ୍ୟାଳୟ ସମ୍ମେଳନ କକ୍ଷରେ ସଫଳତାର ସହ ସମ୍ପନ୍ନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କୁଳପତି ପ୍ରଫେସର ପ୍ରମୋଦ କୁମାର ଶତପଥୀ ଅଧ୍ୟକ୍ଷତା କରିଥିଲେ । ପ୍ରଫେସର ଶତପଥୀ ନିଜ ବକ୍ତବ୍ୟରେ ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଦ୍ୱାରା ପ୍ରତି ବିଶ୍ୱବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର […]
Read More Text.