ଜରାଜୀର୍ଣ୍ଣ ଅବସ୍ଥାରେ ଓମଫେଡ ଦୁଗ୍ଧ ପ୍ରକୀୟାକରଣ କେନ୍ଦ୍ର
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାରେ ମଧ୍ୟ ପାରଳାଖେମୁଣ୍ଡି ସହରରେ ୧୯୯୩ ମସିହାରେ ଏକ ସ୍ଵତନ୍ତ୍ର ପରିସରରେ ପ୍ରତିଷ୍ଠା ହୋଇଥିଲା ଓମଫେଡଅନୁଷ୍ଠାନ। ଦୁଗ୍ଧ ଉତ୍ପାଦନକାରୀ ଚାଷୀଙ୍କ ଠାରୁ ଦୈନିକ ୫ ହଜାର ଲିଟରରୁ ଊର୍ଦ୍ଧ୍ବଦୁଗ୍ଦ ସଂଗୃହିତ ହୋଇ ଆସୁଥିଲା, ଦୁଗ୍ଧ ସଂଗ୍ରହ ଠାରୁ ପ୍ରକ୍ରିୟାକରଣ କରିବା ପାଇଁ ୨୦ ରୁ ଊର୍ଦ୍ଧ୍ବ କର୍ମଚାରୀ ଏଠାରେ ନିୟୋଜିତ ହେଉଥିଲେ। ବର୍ତ୍ତମାନ ତାହା ଦୁଇଜଣ କର୍ମଚାରୀରେ ସୀମିତ ରହିଛି । ବଜାରରେ ମଧ୍ୟ ଓମଫେଡ ଦୁଗ୍ଧର ଯଥେଷ୍ଟ ଚାହିଦା ଓ […]
Read More Text.