Bargarh 1 2

ଧନୁଯାତ୍ରା ପାଇଁ ସରିଲା କଳାକାରଙ୍କ ଆବେଦନ ଯାଞ୍ଚ ପ୍ରକ୍ରିୟା

ବରଗଡ଼ : ସରିଲା କଂସ ଭୂମିକା ସମେତ ବିଭିନ୍ନ କଳାକାର ମାନଙ୍କ ଆବେଦନର ଯାଞ୍ଚ ପ୍ରକ୍ରିୟା। ବିଶ୍ଵର ସର୍ବବୃହତ ଖୋଳା ରଙ୍ଗମଞ୍ଚ ଭାବେ ପରିଚିତ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ଆବେଦନ କରିଥିବା କଳାକାର ମାନଙ୍କ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି । ଆସନ୍ତା ୧୫ , ୧୬ ଏବଂ ୧୭ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଚାଲିବ କଳାକାରଙ୍କ ଅଡିସନ ବା ଚୟନ ପ୍ରକ୍ରିୟା । ଯାହାକୁ ନେଇ କଳାକାର ମାନଙ୍କ ମଧ୍ୟରେ ଉତ୍ସାହର ମାହୋଲ […]

Read More Text.
Crocodile

ବିଲ ମୁଣ୍ଡରେ ଶୋଇ ରହିଛି ବଉଳା କୁମ୍ଭୀର, ଚାଷୀ ଭୟଭୀତ

ରାଜନଗର : ବିଲ ମୁଣ୍ଡରେ ଜଗି ରହିଛି ବିରାଟକାୟ ବଉଳା କୁମ୍ଭୀର । ତିନିଦିନ ହେବ କୁମ୍ଭୀରଟି ବିଲ ମୁଣ୍ଡରେ ଶୋଇ ରହିଥିବାରୁ ବିଲକୁ ଯିବାକୁ ଭୟ କରୁଛନ୍ତି ଚାଷୀ । କେନ୍ଦ୍ରାପଡା ଜିଲ୍ଲା ରାଜନଗର ଅଞ୍ଚଳର ଗୋପାଳପୁର , କେରଡାଗଡର ମୁଖ୍ୟ ରାସ୍ତା ନିକଟସ୍ଥ ଘୋଡାପାରିଆ ଗାଁ ଛକ ନିକଟ ବିଲ ମୁଣ୍ଡରେ କୁମ୍ଭୀରଟି ଶୋଇ ରହିଛି । ରାତିରେ ନିକଟସ୍ଥ କେନାଲ ଓ ପୋଖରୀରେ ପଶି ମାଛ ଖାଇବା ପରେ କୁମ୍ଭୀରଟି ଦିନ ହେଲେ ବିଲ […]

Read More Text.
Vigilance 1

୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ କିରାଣି

କଳାହାଣ୍ଡି: ଭିଜିଲାନ୍ସ ଜାଲରେ RWSS କିରାଣି । କଳାହାଣ୍ଡି ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବରିଷ୍ଠ କିରାଣୀ ଟି ଭେଙ୍କଟ ଗିରି ରାଓଙ୍କୁ ମାଡିବସିଲା ଭିଜିଲାନ୍ସ । ପେନସନ ଓ ଗ୍ରାଚୁଟି କାଗଜ ପତ୍ର କରାଇଦେବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ । ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ଅବସରପ୍ରାପ୍ତ ଫିଟର ମିସ୍ତ୍ରୀ ତ୍ରିଲୋଚନଙ୍କ ଶବରଙ୍କ ଠାରୁ ସେ ଏହି ଲାଞ୍ଚ ନେଉଥିଲେ । ପୂର୍ବ କଥାବାର୍ତ୍ତା ଅନୁଯାୟୀ ଭେଙ୍କଟ ଗିରି […]

Read More Text.
Ratha c

ଆସନ୍ତା୨୩ରେ ଇସ୍କନର ଅଦିନିଆ ରଥଯାତ୍ରା

ଭୁବନେଶ୍ବର: ପୁଣି ଇସ୍କନର ମନମାନୀ । ଆସନ୍ତା୨୩ତାରିଖ ରବିବାର ଦିନ ଆୟୋଜିତ ହେବାକୁ ଯାଉଛି ଅଦିନିଆ ରଥଯାତ୍ରା । ତାଇୱାନର ଜିମେଣ୍ଡିଙ୍ଗ ଏମଆରଟି EXIT-6ରେ ଆୟୋଜିତ ହେବାକୁ ଥିବା ଅଦିନିଆ ରଥଯାତ୍ରାରେ ଯୋଗ ଦେବାପାଇଁ ଇସ୍କନ ଅନୁଗାମୀ ଏବଂ ଜଗନ୍ନାଥ ପ୍ରେମୀଙ୍କୁ ଅନଲାଇନ ମାଧ୍ୟମରେ ସୂଚନା ଦିଆଯାଇଛି । ଏହି ଅବସରରେ ସାଂସ୍କୃତିକ, କୀର୍ତ୍ତନ, ଯୋଗ ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମ ହେବ । ତେବେ ଏହି ଘଟଣାକୁ ନେଇ ପୁରୀରେ ତୀବ୍ର ପତିକ୍ରିୟା ପ୍ରକାଶ ପାଇଛି l […]

Read More Text.
Elephant c

ପରିତ୍ୟକ୍ତ କୂଅରୁ ହାତୀ ଶାବକ ଉଦ୍ଧାର

କଣ୍ଟାବାଞ୍ଝି : ପରିତ୍ୟକ୍ତ କୂଅରୁ ହାତୀ ଶାବକ ଉଦ୍ଧାର । ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ବିଜାମାଲ ଗାଁ ନିକଟ ଏକ ପରିତ୍ୟକ୍ତ କୂଅରେ ହାତୀ ଛୁଆଟି ଖସି ପଡ଼ିଥିଲା । ସ୍ଥାନୀୟଲୋକେ ଦେଖି ବନବିଭାଗକୁ ଖବର ଦେଇଥିଲେ । ମୁରିବାହାଲ ଦମକଳ ବାହିନୀ ପହଞ୍ଚି ଶାବକକୁ କୂଅରୁ ଉଦ୍ଧାର କରିଛନ୍ତି । ଉଦ୍ଧାର ସମୟରେ ଗୁଡ଼ିଘାଟ କେନ୍ଦୁଲିପ ଫରେଷ୍ଟର ପ୍ରଦୀପ ନାଥଙ୍କୁ ହାତୀ ଶାବକ ଆକ୍ରମଣ କରିଛି । ଗୁରୁତର ଅବସ୍ଥାରେ ଫରେଷ୍ଟରଙ୍କୁ କଣ୍ଟାବାଞ୍ଜି ମେଡିକାଲକୁ […]

Read More Text.
Car c

ପୋଖରୀ ଭିତରକୁ ପଶିଲା କାର୍, ଦୁଇ ମୃତ

ଭଞ୍ଜନଗର : ପୋଖରୀକୁ ପଶିଗଲା କାର୍ । ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ କବିସୂର୍ଯ୍ୟନଗର ଥାନା ଗଙ୍ଗାପୁର ଗାଁ ନିକଟରେ ଦୁର୍ଘଟଣା ଘଟିଛି । ମୃତକ ହେଲେ ନୀଳାଞ୍ଚଳ ପାତ୍ର ଓ ସନ୍ତୋଷ ମହାପାତ୍ର । କାର୍ ଭିତରେ ମୋଟ ୪ ଜଣ ଥିଲେ । ଗାଡିଟି ଭାରସାମ୍ୟ ହରାଇ ପୋଖରୀ ଭିତରକୁ ପଶିଯାଇଥିଲା । ଶ୍ବାସରୁଦ୍ଧ ହୋଇ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଦୁଇ ଜଣଙ୍କୁ ଉଦ୍ଧାର କରାଯାଇଛି । ଦୁର୍ଘଟଣାଗ୍ରସ୍ତ […]

Read More Text.
High court

ASO ମୁଖ୍ୟ ଲିଖିତ ପରୀକ୍ଷା ରଦ୍ଦ, ଡିସେମ୍ବର ୭ରେ ସାନି ପରୀକ୍ଷା

କଟକ : ASO ମୁଖ୍ୟ ଲିଖିତ ପରୀକ୍ଷା ବାତିଲ୍ । ଜୁଲାଇ ୧୩ରେ ହୋଇଥିବା ପରୀକ୍ଷାକୁ ରଦ୍ଦ କରିଛନ୍ତି ହାଇକୋର୍ଟ ।  ଡିସେମ୍ବର ୭ ତାରିଖରେ ସାନି ପରୀକ୍ଷା ହେବ । ଜୁଲାଇ ୧୩ରେ ହୋଇଥିବା ପରୀକ୍ଷା ପରିଚାଳନାରେ ବିଭ୍ରାଟ ହୋଇଥିବା ସନ୍ଦେହ କରି ହାଇକୋର୍ଟ ରେଜିଷ୍ଟ୍ରାର ଏହି ପରୀକ୍ଷାକୁ ବାତିଲ୍ କରିଛନ୍ତି । ଏଏସଓ ପ୍ରିଲିମିନାରୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ୭ ହଜା ର ୧୧୩ ଜଣ ପରୀକ୍ଷାର୍ଥୀ ମୁଖ୍ୟ ଲିଖିତ ପରୀକ୍ଷା ଦେଇଥିଲେ । କିନ୍ତୁ […]

Read More Text.
Photo for the news of bricks

ମାଫିଆଙ୍କ ଟାର୍ଗେଟ୍‌ରେ ସାଳନ୍ଦୀ, ଇଟାପୋଡି଼ ଓ ବାଲି ଖନନରୁ ବଦଳୁଛି ନଦୀପଥ

ଆଗରପଡା :ପ୍ରାକୃତିକ ବିପର୍ଯ୍ୟୟରୁ ପରିବେଶକୁ ସୁରକ୍ଷିତ ରଖିବା ପାଇଁ କେନ୍ଦ୍ର ଠାରୁ ଆରମ୍ଭ କରି ରାଜ୍ୟ ସରକାର ପର୍ଯ୍ୟନ୍ତ ସମସ୍ତେ ବିଭିନ୍ନ ପ୍ରକାର ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ସ୍ଥଳେ ବିଭାଗୀୟ ଅଧିକାରୀଙ୍କ ଦୂର ଦୃଷ୍ଟିର ଅଭାବ ଯୋଗୁଁ ଏହାର ସଫଳ ରୂପାୟନ ହୋଇ ପାରୁ ନାହିଁ । ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳୁଛି ବନ୍ତ ବ୍ଲକ ଆଗରପଡ଼ା ଠାରେ । ସୂଚନାଯୋଗ୍ୟ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀଙ୍କ ପ୍ରଧାମନ୍ତ୍ରୀତ୍ୱ କାଳରେ […]

Read More Text.
Img 20251112 wa0297

ବାମନଘାଟୀ ଟ୍ରକ ମାଲିକ ସଂଘର ବୈଠକ ଅନୁଷ୍ଠିତ

ବାରିପଦା – କୁଡୁମୀ ଭବନ ପରିସରରେ ଵାମନଘାଟୀ ଟ୍ରକ ମାଲିକ ସଂଘର ବୈଠକ ସଭାପତି ଉପେନ୍ଦ୍ର ସିଂ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି ।ବୈଠକରେ ବାମନଘାଟୀ ଉପଖଣ୍ଡର ପଂଜିକୃତ ଟ୍ରକ ମାଲିକମାନେ ଯୋଗ ଦେଇଥିଲେ ।ଟ୍ରକ ମାଲିକମାନେ ଦିର୍ଘବର୍ଷ ହେଲା ବାମନଘାଟୀ ଟ୍ରକ ମାଲିକ ସଂଘର ନିର୍ବାଚନ ପ୍ରତି ୨ ବର୍ଷର ଥରେ ହେବା କଥା ତାହା ନ‌ହୋଇ ଅନିର୍ଦିଷ୍ଟ କାଳ ପର୍ଯ୍ୟନ୍ତ ନିର୍ବାଚନ ନ ହେବା ,ଆୟ ଓ ବ୍ୟୟର ହିସାବ ପତ୍ର ନ ଜଣାଇବା […]

Read More Text.
Img 20251112 wa0293

ତିରିଂ ଥାନା ପକ୍ଷରୁ ସାଇବର କ୍ରାଇମ ସଚେତନତା ଶିଵିର ଅନୁଷ୍ଠିତ

ବାରିପଦା -୧୨/୧୧- ସୀମାନ୍ତ ଅଞ୍ଚଳ ତିରିଙ୍ଗ ବ୍ଲକ ଅନ୍ତର୍ଗତ ତିରିଙ୍ଗ ଥାନା ପକ୍ଷରୁ ଥାନା ଅଧିକାରୀ ପ୍ରଶାନ୍ତ କୁମାର ଜେନାଙ୍କ ନେତୃତ୍ବରେ ଦୁଇଟି ଭିନ୍ନ , ଭିନ୍ନ ସ୍ଥାନରେ ଯଥା ବଡ଼ଡାଳିମା ପାର୍ବତୀ ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ତିରିଙ୍ଗ ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ବଡ଼ଧରଣର ସାଇବର କ୍ରାଇମ ସଚେତନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବଡ଼ଡାଳିମା ପାର୍ବତୀ ବାଳିକା ଉଚ୍ଚ ବିଦ୍ୟାଳୟରେ ମୁଖ୍ୟ ଅତିଥି ଭାବେ ତିରିଙ୍ଗ ତହସିଲଦାର ସୁଶାନ୍ତ କୁମାର ବେହେରା, ସମ୍ମାନନୀୟ ଅତିଥି […]

Read More Text.