ASO ମୁଖ୍ୟ ଲିଖିତ ପରୀକ୍ଷା ରଦ୍ଦ, ଡିସେମ୍ବର ୭ରେ ସାନି ପରୀକ୍ଷା
କଟକ : ASO ମୁଖ୍ୟ ଲିଖିତ ପରୀକ୍ଷା ବାତିଲ୍ । ଜୁଲାଇ ୧୩ରେ ହୋଇଥିବା ପରୀକ୍ଷାକୁ ରଦ୍ଦ କରିଛନ୍ତି ହାଇକୋର୍ଟ । ଡିସେମ୍ବର ୭ ତାରିଖରେ ସାନି ପରୀକ୍ଷା ହେବ । ଜୁଲାଇ ୧୩ରେ ହୋଇଥିବା ପରୀକ୍ଷା ପରିଚାଳନାରେ ବିଭ୍ରାଟ ହୋଇଥିବା ସନ୍ଦେହ କରି ହାଇକୋର୍ଟ ରେଜିଷ୍ଟ୍ରାର ଏହି ପରୀକ୍ଷାକୁ ବାତିଲ୍ କରିଛନ୍ତି । ଏଏସଓ ପ୍ରିଲିମିନାରୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ୭ ହଜା ର ୧୧୩ ଜଣ ପରୀକ୍ଷାର୍ଥୀ ମୁଖ୍ୟ ଲିଖିତ ପରୀକ୍ଷା ଦେଇଥିଲେ । କିନ୍ତୁ […]
Read More Text.