ନୂଆପଡ଼ାରେ ଐତିହାସିକ ୮୩.୪୫% ମତଦାନ
ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନରେ ଏଥର ରେକର୍ଡ ମତଦାନ ହୋଇଛି। ଚଳିତ ଥର ଐତିହାସିକ ଭାବେ ୮୩.୪୫% ଭୋଟିଂ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ ସୂତ୍ରରୁ ସୂଚନା ମିଳିଛି। ସିଇଓ କହିଛନ୍ତି ଯେ, ମତଦାନରେ ଏହି ଉତ୍ସାହପୂର୍ଣ୍ଣ ଅଂଶଗ୍ରହଣ ନୂଆପଡାବାସୀଙ୍କ ଗଣତନ୍ତ୍ର ପ୍ରତି ଥିବା ଆସ୍ଥା ଓ ବିଶ୍ୱାସକୁ ପ୍ରଦର୍ଶିତ କରୁଛି। ବିପୁଳ ସଂଖ୍ୟାରେ ମତଦାନ କରି ଗଣତନ୍ତ୍ରର ପର୍ବକୁ ସଫଳ କରିଥିବା ସମସ୍ତ ମତଦାତାଙ୍କୁ ଅଶେଷ ଅଶେଷ ଧନ୍ୟବାଦ। ମତଦାତାଙ୍କ ମଧ୍ୟରେ ସଚେତନତା ବଢ଼ାଇବା ପାଇଁ […]
Read More Text.