ଖରା ନକମିଲେ ବଢ଼ିପାରେ ଖରାଛୁଟି: ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
ଭୁବନେଶ୍ବର: ବଢ଼ିପାରେ ଖରାଛୁଟି । ଖରା ନକମିଲେ ବଢ଼ିପାରେ ଖରାଛୁଟି । ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ପିଲାଙ୍କ ସୁରକ୍ଷା ଶିକ୍ଷା ବିଭାଗର ପ୍ରାଥମିକତା ବୋଲି କହିଛନ୍ତି ମନ୍ତ୍ରୀ । ସେହି ସମୟରେ ପରିସ୍ଥିତିକୁ ଦେଖି ନିଷ୍ପତ୍ତି ନିଆଯିବ କହିଛନ୍ତି ମନ୍ତ୍ରୀ । ପୂର୍ବରୁ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା । ଗତଦୁଇ ମାସ ତଳେ ସୂଚନାଥିଲା କି, ଏପ୍ରିଲ ୨୭ ରୁ ଖରାଛୁଟି ନେଇ ବଡ଼ ସୂଚନା […]
Read More Text.