ନୂଆପଡ଼ାରେ ରୋଡ ସୋ କରି ଜୟ ଢୋଲକିଆଙ୍କ ପାଇଁ ଭୋଟ ମାଗିଲେ ମୁଖ୍ୟମନ୍ତ୍ରୀ
ନୂଆପଡ଼ା : ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ରୋଡ ସୋ । ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ନୂଆପଡ଼ାରୁ ଖରିଆର ରୋଡ ପର୍ଯ୍ୟନ୍ତ ହୋଇଛି ରୋଡ ସୋ । ଏଥିରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ମନ୍ତ୍ରୀ ସୁରେଶ ପୂଜାରୀ, ବରିଷ୍ଠ ନେତା ବସନ୍ତ ପଣ୍ଡା ଓ ସାଂସଦ ମାଳବିକା ଦେବୀ ସାମିଲ ହୋଇଛନ୍ତି । ବିଭିନ୍ନ ସ୍ଥାନରେ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କରିଛନ୍ତି । ସେ […]
Read More Text.