ଶିକ୍ଷାନୁଷ୍ଠାନରେ ସୁରକ୍ଷା ବ୍ୟବସ୍ଥାକୁ ଅଣଦେଖା, ପରିତ୍ୟକ୍ତ ଶ୍ରେଣୀ ଗୃହରେ ଚାଲିଛି ପାଠପଢ଼ା
ଆଗରପଡ଼ା: ଗତ ନଭେମ୍ବର ୨୦୧୮ ମସିହାରୁ ସରକାରୀ ବିଦ୍ୟାଳୟର ପାଚେରୀ ନିର୍ମାଣ, ପରିତ୍ୟକ୍ତ ଗୃହ ଓ ପୁରାତନ ଗୃହ ଆଦିର ଦାଇତ୍ୱ ସରକାର ପଂଚାାୟତରାଜ ବିଭାଗକୁ ହସ୍ତାନ୍ତର କରିଥିଲେ । ସରକାରଙ୍କ ନିର୍ଦ୍ଦେଶକୁ ଇତି ମଧ୍ୟରେ ୭ବର୍ଷ ପୂରି ସାରି ଥିବା ବେଳେ ବିଭାଗ ତରଫରୁ ସେହିଭଳି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନଥିବାରୁ ଶିକ୍ଷାନୁଷ୍ଠାନ ପରିବେଶରେ କୌଣସି ଉନ୍ନତି ପରିଲକ୍ଷିତ ହୋଇପାରୁନାହିଁ । ସରକାରୀ ବିଦ୍ୟାଳୟ ପ୍ରତି ପିଲାମାନଙ୍କୁ ଆକୃଷ୍ଟ କରିବା ପାଇଁ ଓ ପ୍ରାଥମିକ ଶିକ୍ଷା […]
Read More Text.