ଡି ସି ସି ଗ୍ରୁପ ଅଫ୍ ଇନଷ୍ଟିଚ୍ୟୁସନର ବାର୍ଷିକ ଉତ୍ସବ
ବାରିପଦା : ସ୍ଥାନୀୟ ଭଂଜପୁର ନିକଟସ୍ଥ ୧୭ ନଂ ୱାର୍ଡରେ ଅବସ୍ଥିତ ଡି ସି ସି ଗ୍ରୁପ ଅଫ ଇନଷ୍ଟିଚ୍ୟୁସନର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ଅନୁଷ୍ଠାନର ମୁଖ୍ୟ ପରିଚାଳକ ଅଞ୍ଜନ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଅତିଥି ଭାବେ ଯୋଗଦେଇ ଅନ୍ତର୍ନିବେଶି ଶିକ୍ଷାର ଜିଲ୍ଲା ସଂଯୋଜକ ନିରଞ୍ଜନ ନାୟକ, ବି ଆର ସି ସି ତପସ୍ୱିନୀ ଦାଶ, ବରିଷ୍ଠ ଶିକ୍ଷକ ସୋମନାଥ ସିଂହ ପୁରସ୍କାର ବିତରଣ କରିବା ସହ ଛାତ୍ରଛାତ୍ରୀ ମାନଙ୍କର ଉଜ୍ୱଳ ଭବିଷ୍ୟତ […]
Read More Text.