ସତ୍ୟବାଦିତା, ନିର୍ଭିକତା ଓ ଏକାଗ୍ରତା ହିଁ ଜୀବନର ସଫଳତାର ମୂଳମନ୍ତ୍ର
ବାରିପଦା : ସ୍ଥାନୀୟ ମହାରାଜାକୃଷ୍ଣଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ସଭା କକ୍ଷରେ ଆଧ୍ୟାତ୍ମିକ ଅନୁଷ୍ଠାନ ଗୀତାବାଣୀ ପ୍ରଚାର ସଂଘ ଆନୁକୂଲ୍ୟରେ ଏକ ଶ୍ରୀମଦ୍ ଭଗବଦ୍ ଗୀତା କୁଇଜ ପ୍ରତିଯୋଗିତା ଓ ଆଲୋଚନା ଚକ୍ର ବିଦ୍ୟାଳୟର ପ୍ରଧାନଶିକ୍ଷକ ବାସନ୍ତୀ ଟୁଡୁଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନା ଚକ୍ରରେ ମୁଖ୍ୟ ଆଲୋଚକ ଭାବେ ଜଗନ୍ନାଥ ସଂସ୍କୃତିର ଗବେଷକ ତଥା ଗୀତା ପ୍ରଚାରକ ଭାଗବତ ପଣ୍ଡା ଛାତ୍ରଛାତ୍ରୀମାନଙ୍କୁ ସଫଳ ଓ ସାର୍ଥକ ମଣିଷ ହେବା ପାଇଁ ଶ୍ରୀମଦ୍ ଭଗବଦ୍ ଗୀତାର […]
Read More Text.