କଲରାପତରିଆକୁ ବିଷ ଦେଇ ମାରିଦେଲେ ଗ୍ରାମବାସୀ
ବଣାଇ : ବଳଦ ଖାଇଦେବାରୁ ବାଘକୁ ବିଷ । କଲରାପତରିଆକୁ ବିଷ ଦେଇ ମାରିଦେଲେ । ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ଥାନା ତାମରା ରେଞ୍ଜର କୁସୁମଡ଼ିହି ସେକ୍ସନର ଖେସାରା ଜଙ୍ଗଲରୁ ବାଘର ମୃତଦେହ ଠାବ ହୋଇଛି । ଘଟଣାସ୍ଥଳରେ RCCF, DFO ଓ ଅନ୍ୟ ଟିମ୍ ପହଞ୍ଚି ତଦନ୍ତ ଚଳାଇଛନ୍ତି । ମୃତ ବଳଦ ଉପରେ ବିଷ ଦେଇ ବାଘକୁ ମାରି ଦେଇଥିବା ସୂଚନା ରହିଛି । କିଛି ଦିନ ତଳେ ଏକ ବଳଦକୁ ବାଘ ମାରି ଦେଇଥିଲା […]
Read More Text.