ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ୨୪ ସଂଧ୍ୟାରେ ନେବ ଅବପାତ ରୂପ !
ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ସ୍ପଷ୍ଟ ଚିହ୍ନଟ ହୋଇଛି । ଏହା ଆଣ୍ଡାମାନ ସାଗରର ଦକ୍ଷିଣ ଦିଗରେ ରହିଛି । ନଭେମ୍ବର ୨୪ ସଂଧ୍ୟାରେ ଏହା ଅବପାତ ରୂପ ନେବାର ସମ୍ଭାବନା ରହିଛି । ପରେ ୨୫ ତାରିଖରେ ଓଡ଼ିଶାରେ ପବନର ବେଗ ୪୦-୫୦ କିଲୋମିଟର ରହିବ । ଅବପାତର ରୂପ ନେବା ପରେ ଏହା ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଅବପାତ […]
Read More Text.