ସରିଲା ଐତିହାସିକ ବାଲିଯାତ୍ରା: ଶ୍ରେୟା ଘୋଷାଲଙ୍କ କାର୍ଯ୍ୟକ୍ରମରେ ଅଘଟଣ, ୫ ଆହତ
କଟକ : ଅଘଟଣରେ ସରିଲା ଐତିହାସିକ କଟକ ବାଲିଯାତ୍ରା । ସମାପନୀ ଉତ୍ସବରେ ବଲିଉଡ୍ ପ୍ରଚ୍ଛଦପଟ୍ଟ ଗାୟିକା ଶ୍ରେୟା ଘୋଷାଲଙ୍କ ବୈଷ୍ଣବ ପାଣି ମଞ୍ଚରେ ଥିବା ଲାଇଭ୍ କାର୍ଯ୍ୟକ୍ରମ ଅବ୍ୟବସ୍ଥାରେ ପରିଣତ ହୋଇଥିଲା । ନାହିଁ ନଥିବା ଭିଡ଼ରୁ ଠେଲାପେଲା ଦଳଚକଟା ଭଳି ସ୍ଥିତି ଉପୁଜିଥିଲା । ବ୍ୟାରିକେଡ଼ ନିକଟରେ ହଜାର ହଜାର ଲୋକଙ୍କ ସମାଗମ ହୋଇଥିଲା । ଫଳରେ ଦଳାଚକଟା ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା । ଦଳାଚକଟା ଭଳି ପରିସ୍ଥିତି ଯୋଗୁଁ ୫ ଜଣ ଆହତ […]
Read More Text.