ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର
୧୮୯ଟି ଅଭିଯୋଗର ଶୁଣାଣି; ୧୫ଟି ଅଭିଯୋଗର ତତ୍କାଳ ସମାଧାନ ବାରିପଦା : ମୟୂରଭଞ୍ଜ ଜିଲ୍ଲାର ବାରିପଦା ଉପଖଣ୍ଡ ପାଇଁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲ୍ଲୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୁଃଖବନ୍ଧୁ ନାୟକ, […]
Read More Text.