ଟ୍ରଲରକୁ ଧକ୍କା ଦେଲା ବସ୍, ଜଣେ ମୃତ ଓ ୧୦ ଆହତ
ରେଢାଖୋଲ: କଟକ ୫୫ନଂ ଜାତୀୟ ରାଜପଥର ରେଢାଖୋଲ ଲୁହାପଙ୍କ ଛକ ନିକଟରେ ଦୁର୍ଘଟଣା । ଟ୍ରଲରକୁ ଧକ୍କା ଦେଲା ଘୋରଇ ବସ୍ । ଜଣେ ମୃତ ହୋଇଥିବା ବେଳେ ବସରେ ବସିଥିବା ୧୦ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ଲୁହାପଙ୍କ ଛକରେ ବିଳମ୍ବିତ ରାତିରେ ଟ୍ରଲର ପଛକୁ ଧକ୍କା ଦେଲା ଘୋରଇ ବସ୍ । ବସର କଣ୍ଡକ୍ଟର ମୃତ,୧୦ଜଣ ଆହତ । ଖବର ପାଇ ରେଢାଖୋଲ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ମାନଙ୍କୁ ଉଦ୍ଧାର କରି ରେଢାଖୋଲ […]
Read More Text.