ବଙ୍ଗୋପସାଗରରେ ବାତ୍ୟା ଡିଟୱା

ଭୁବନେଶ୍ଵର : ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଡିଟଓ୍ବା। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଶ୍ରୀଲଙ୍କା ଉପକୂଳରେ ବାତ୍ୟା ସୃଷ୍ଟି ହୋଇଛି। ଉତ୍ତର-ଉତ୍ତର ପଶ୍ଚିମକୁ ଗତି କରିବ ବାତ୍ୟା। ୩୦ ତାରିଖ ବେଳକୁ ଉତ୍ତର ତାମିଲନାଡୁ-ପୁଡୁଚେରୀ-ଦକ୍ଷିଣ ଆନ୍ଧ୍ରକୁ ମୁହାଁଇବା ନେଇ ସୂଚନା ରହିଛି। ତେବେ ବାତ୍ୟାର ପ୍ରଭାବ ଓଡ଼ିଶାରେ ପଡୁ ନଥିବା ବେଳେ, ସମ୍ଭାବ୍ୟ ବାତ୍ୟାର ପ୍ରଭାବ ତାମିଲନାଡୁ ଓ ଆନ୍ଧ୍ରରେ ରହିବ ବୋଲି ବିଭିନ୍ନ ମଡେଲ ଆକଳନ କରିଛନ୍ତି । ତେବେ ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି […]

Read More Text.

୯୧ ନୁହେଁ, ୩୬ ଜଣଙ୍କ ଦରମା ବନ୍ଦ

କଟକ :କଟକ ପ୍ରଶାସନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖପ୍ପାକୁ ନେଇ ଦରମା ବନ୍ଦ ପ୍ରସଙ୍ଗ। ସାନି ସଂଶୋଧନ ତାଲିକା ଜାରି କରିଛି କଟକ ଜିଲ୍ଲା ପ୍ରଶାସନ। ୯୧ ଜଣଙ୍କ ସ୍ଥାନରେ ପ୍ରଶାସନ ୩୬ ଜଣଙ୍କ ବନ୍ଦ କରିଛି। ବରିଷ୍ଠ ପାହ୍ୟା ଅଧିକାରୀମାନେ ପୂର୍ବ ତାଲିକାରୁ ବାଦ୍‌ ପଡିଛନ୍ତି। ଏ ନେଇ ଅତିରିକ୍ତ ଜିଲ୍ଲାପାଳ ଶିବ ଟପୋ ସୂଚନା ଦେଇଛନ୍ତି। କଟକ ପ୍ରଶାସନ ଉପରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ଖପ୍ପା ରହିଛି। ଅଭିଯୋଗ ସମାଧାନ କ୍ଷେତ୍ରରେ କଟକ […]

Read More Text.

ରାଜଭବନରେ ନବନିର୍ମିତ କଳିଙ୍ଗ ଅତିଥି ନିବାସର ଉଦଘାଟନ କଲେ ଭାରତର ରାଷ୍ଟ୍ରପତି

ଭୁବନେଶ୍ୱର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗୁରୁବାର ଦିନ ଭୁବନେଶ୍ୱରର ରାଜଭବନ ପରିସରରେ ନବନିର୍ମିତ କଳିଙ୍ଗ ଅତିଥି ନିବାସର ଉଦଘାଟନ କରିଛନ୍ତି। ଉଦଘାଟନ ଉତ୍ସବରେ ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ବମପାଟି, ପ୍ରଥମ ମହିଳା ଶ୍ରୀମତୀ ଜୟଶ୍ରୀ କମ୍ବମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ଓଡ଼ିଶା ବିଧାନସଭାର ବାଚସ୍ପତି […]

Read More Text.
Assembly 1

ବିଧାନସଭାର ଶୀତ ଅଧିବେଶନ ଆରମ୍ଭ

ଭୁବନେଶ୍ବର: ବିଧାନସଭାର ଶୀତ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି। ଏହା‌ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍‌ ୨୯ଟି କାର୍ଯ୍ୟଦିବସ ରହିଛି। ଗୁରୁବାର ପୂର୍ବାହ୍ଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ବୋଧନରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ଏହାପରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗୃହକୁ ସମ୍ବୋଧିତ କରିଛନ୍ତି। ପରେ କଂଗ୍ରେସ ଦଳର ନେତା ରାମଚନ୍ଦ୍ର କାଡ଼ାମ ନିଜର ବକ୍ତବ୍ୟ ରଖିଛନ୍ତି। ଦିବଂଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ମୁଖ୍ୟମନ୍ତ୍ରୀ ଆଗତ କରିଛନ୍ତି। […]

Read More Text.

ଧର୍ମଘଟ ଡାକରା ପ୍ରତ୍ୟାହାର କଲା ଓଡ଼ିଶା ବସ୍ ମାଲିକ ସଂଘ

ଭୁବନେଶ୍ୱର: ମୋଟର ଯାନ ଯାଞ୍ଚ୍ ପାଇଁ ପୁଲିସ ବିଭାଗକୁ ଅତିରିକ୍ତ କ୍ଷମତା ପ୍ରଦାନ ପ୍ରତିବାଦରେ ଅଲ୍ ଓଡ଼ିଶା ବସ୍ ମାଲିକ ସଂଘ (AOBOA) ଡିସେମ୍ବର ୧ ରୁ ରାଜ୍ୟବ୍ୟାପୀ ଧର୍ମଘଟ ଧମକ ଦିଆଯାଇଥିଲା। ଏନେଇ ୧୭ ନଭେମ୍ବରରେ ସଂଘ ପକ୍ଷରୁ ଚେତାବନୀ ଦିଆଯାଇଥିଲା। ତେବେ ସରକାର ପୁଲିସ ବିଭାଗକୁ ଅତିରିକ୍ତ କ୍ଷମତା ପ୍ରଦାନ କରିବା ନେଇ ମନା କରିବା ପରେ ସଂଘ ଗୁରୁବାର ଧର୍ମଘଟ ଡାକରା ପ୍ରତ୍ୟାହାର କରିଛି। ଗଣମାଧ୍ୟମ ସହିତ କଥାବାର୍ତ୍ତା ସମୟରେ AOBOA ସାଧାରଣ […]

Read More Text.

ଦ୍ରୁତଗାମୀ ଯାତ୍ରୀବାହୀ ବସ୍ ଯୋଗୁ ବ୍ୟାପକ କ୍ଷୟକ୍ଷତି

ରାଉରକେଲା: ରାଉରକେଲା ପାନପୋଷ ରୋଡରେ ଗୁରୁବାର ସକାଳୁ ଘଟି ଯାଇଛି ଏକ ସିରିଜ୍ ଦୁର୍ଘଟଣା। ଦ୍ରୁତଗାମୀ ଯାତ୍ରୀବାହୀ ବସ୍ ରାସ୍ତା କଡ଼ରେ ଠିଆ ହୋଇଥିବା ଗାଡ଼ିଗୁଡ଼ିକ ଉପରେ ମାଡ଼ି ଯିବାରୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଦୁର୍ଘଟଣାରେ ଗୋଟିଏ ପଜେରୋ ଗାଡ଼ି, ଗୋଟିଏ ପିକଅପ୍ ଭ୍ୟାନ୍ ଏବଂ ୩ଟି ସ୍କୁଟି କ୍ଷତିଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ କୌଣସି ଜୀବନହାନି ହୋଇ ନଥିବା ବେଳେ ୪ ଜଣ ସାମାନ୍ୟ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ବସ୍ ଡ୍ରାଇଭର ବସ୍ ଛାଡ଼ି ଫେରାର […]

Read More Text.

“ଏ ମାଟି ମୋର କେତେ ନିଜର” : ୧୫ ବର୍ଷ ପରେ ବିଧାନସଭା ଗୃହରେ ମହାମହିମ, ବାଣ୍ଟିଲେ ଅନୁଭୂତି, ଦେଲେ ବିକଶିତ ଓଡ଼ିଶାର ମନ୍ତ୍ର

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ଇତିହାସରେ ଆଜି ଯୋଡ଼ି ହୋଇଯାଇଛି ଏକ ସ୍ୱର୍ଣ୍ଣିମ ଅଧ୍ୟାୟ। ଦୀର୍ଘ ୧୫ ବର୍ଷ ପରେ ନିଜ ପୁରୁଣା କର୍ମଭୂମିକୁ ଫେରିଛନ୍ତି ରାଇରଙ୍ଗପୁରର ପୂର୍ବତନ ବିଧାୟକ ତଥା ଦେଶର ପ୍ରଥମ ନାଗରିକ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସପ୍ତଦଶ ବିଧାନସଭାର ଶୀତକାଳୀନ ଅଧିବେଶନର ପ୍ରଥମ ଦିନରେ ଏକ ବିରଳ ତଥା ଭାବବିହ୍ୱଳ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯେତେବେଳେ ମହାମହିମ ଗୃହକୁ ସମ୍ବୋଧିତ କରି କହିଥିଲେ, “ମା’ଟି ମୋର କେତେ ନିଜର… ଏହି ଗୃହ ମୋର ଫାଉଣ୍ଡେସନକୁ ସୁଦୃଢ଼ […]

Read More Text.

ସ୍ଵାର୍ଥପର ଲୋକ ଦଳରୁ ପଳେଇଲେ ଭଲ

ଭୁବନେଶ୍ଵର : ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ବିସ୍ଫୋରକ ବୟାନ ରଖିଛନ୍ତି। ସେ କହିଛନ୍ତି ନବୀନ ବାବୁ ମୋତେ ଫୋନ୍ କଲେ, ଗୃହରେ ଅନୁପସ୍ଥିତ ରହିବାକୁ କହିଥିଲେ। ମୁଁ ତାଙ୍କ ହିସାବରେ ଭୋଟ୍ ଦେବାକୁ ଯାଇନଥିଲି। କିଛି ଲୋକ ନବରନ ବାବୁଙ୍କୁ ଦେଖା କରିବାକୁ ଦେଉନାହାଁନ୍ତି। ଭୂପିନ୍ଦର ସିଂଙ୍କୁ ମଧ୍ୟ ଦେଖା କରାଇ ଦେଲେନି। ମୁଁ ଦେଖା କରିବାକୁ ଚାହୁଁଛି ବୋଲି ନବୀନ ବାବୁଙ୍କୁ ଜଣାଇ ନିଆଯାଉନି। ନିର୍ବାଚନ ବେଳେ ନବୀନ ବାବୁ ପ୍ରଚାର ମଙ୍ଗ ଧରିଲେନି। […]

Read More Text.

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପ୍ରକ୍ରିୟା କଡ଼ାକଡ଼ି 

ବନ୍ତ/ଆଗରପଡ଼ା,୨୬/୧୧ : ବନ୍ତ ଥାନା ପକ୍ଷରୁ ବାଙ୍ଗଲାଦେଶୀ ଅନୁପ୍ରବେଶ କାରୀଙ୍କୁ ଚିହ୍ନଟ ପ୍ରକ୍ରିୟା କଡ଼ାକଡ଼ି କରାଯାଇଛି । ସନ୍ଧ୍ୟା ସମୟରେ ଥାନା ଅଂଚଳରେ ପୋଲିସ୍ କଡ଼ାକଡ଼ି ତନଖି ପ୍ରକ୍ରିୟା କରିବା ସହ ଏକାଧିକ ବାଂଲାଦେଶୀ ଅନୁପ୍ରବେଶକାରୀ କାରୀଙ୍କୁ ଥାନାକୁ ଡ଼କାଇ ସେମାନଙ୍କର କାଗଜପତ୍ର ଯାଂଚ କରିଛି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟରେ ବଙ୍ଗଳାଦେଶୀ ଚିହ୍ନଟ ପ୍ରକ୍ରିୟାକୁ ବ୍ୟାପକ କରାଯାଇଥିବା ବେଳେ ଜିଲ୍ଲାର ବିଭିନ୍ନ ଥାନା ପୋଲିସ ପକ୍ଷରୁ ଏହାକୁ ତୀବ୍ରତର କରାଯାଇଛି । ଏହି […]

Read More Text.

ସରକାରୀ ନିୟମକୁ ବେଖାତିର : ବନ୍ତ ବ୍ଳକର ସବୁ ସ୍କୁଲ କଲେଜକୁ ଖବରକାଗଜ ଯାଉନି

ବନ୍ତ/ଆଗରପଡ଼ା : ଦେଶ ବିଦେଶର ଖବର ଜାଣିବା ସହ ଦକ୍ଷତା ବିକାଶ ପାଇଁ ପ୍ରାଥମିକ,ଉଚ୍ଚ ପ୍ରାଥମିକ,ହାଇସ୍କୁଲ, କଲେଜ ମାନଙ୍କରେ ପ୍ରାର୍ଥନା ସଭାରେ ଖବରକାଗଜ ପାଠ କରିବାକୁ ଶିକ୍ଷା ବିଭାଗ ପକ୍ଷରୁ ଆଦେଶନାମା ଜାରି ହୋଇଥିଲା । ପ୍ରତି ସ୍କୁଲ କଲେଜରେ ଶିକ୍ଷକ ଶିକ୍ଷୟିତ୍ରୀ ଖବରକାଗଜ ପାଠ କରି ମୁଖ୍ୟ ଖବରକୁ ଖାତାରେ ଲିପିବଦ୍ଧ କରି ପ୍ରାର୍ଥନା ସଭାରେ ପିଲାଙ୍କ ସମ୍ମୁଖରେ ପଢିବା କଥା । କିନ୍ତୁ ବନ୍ତ ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି । ପାଖାପାଖି […]

Read More Text.