ବଢ଼ୁଛି ନଦୀରେ ଡେଇଁ ଜୀବନ ହାରିବା ଘଟଣା, ୫ ବର୍ଷରେ ୪୬ ମୃତ
କଟକ : ଗତ ୫ ବର୍ଷ ମଧ୍ୟରେ କଟକ ଓ ଭୁବନେଶ୍ବର ଅଗ୍ନିଶମ ସର୍କଲ୍ରେ ନଦୀ ଓ ଜଳାଶୟରେ ଡେଇଁ ଜୀବନ ହାରିବା ଘଟଣା କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଅଗ୍ନିଶମ ବିଭାଗର ପରିସଂଖ୍ୟାନରୁ ମିଳିଥିବା ତଥ୍ୟାନୁସାରେ, କଟକ ଅଗ୍ନିଶମ ବିଭାଗ ଅଧୀନରେ ୯ଜଣ ଜଳାଶୟରେ ଡେଇଁ ଆତ୍ମହତ୍ୟା କରିଥିବା ବେଳେ ୩ଜଣଙ୍କୁ ଉଦ୍ଧାର କରାଯାଇଛି। ସେହିପରି ୨୦୨୧ରୁ ୨୦୨୬ ମଧ୍ୟରେ ଭୁବନେଶ୍ୱର ଅଗ୍ନିଶମ ସର୍କଲରେ ୫୧ ଜଣ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସେମାନଙ୍କ ମଧ୍ୟରୁ […]
Read More Text.