ଓଏସ୍ଏସ୍ସି ଅଫିସ ଆଗରେ ଆଣ୍ଠେଇ କାନମୋଡ଼ି ଚାପୁଡ଼ା ଖାଇ ଧାରଣା ଦେଲେ ଆଶାୟୀ।
ଭୁବନେଶ୍ବର: ଓଡ଼ିଶା କର୍ମଚାରୀ ପ୍ରବରଣ ଆୟୋଗ (ଓଏସ୍ଏସ୍ସି) ଦ୍ବାରା ପରିଚାଳିତ ପ୍ରଶିକ୍ଷିତ ସ୍ନାତକ ଶିକ୍ଷକ (ଟିଜିଟି) ନିଯୁକ୍ତି ପ୍ରକ୍ରିୟାରେ ଟିଜିଟି ସଂସ୍କୃତ ପଦବୀ ପାଇଁ ମେଧା ତାଲିକା ପ୍ରକାଶ ପାଉନି। ସଂସ୍କୃତ ବ୍ୟତୀତ ଅନ୍ୟ ଟିଜିଟି ପଦବୀ ପାଇଁ ମେଧା ତାଲିକା ପ୍ରକାଶ ପାଇଛି। ଟିଜିଟି ସଂସ୍କୃତ ପଦବୀ ପାଇଁ ମେଧା ତାଲିକା ପ୍ରକାଶରେ ବିଳମ୍ବ କରାଯାଉଥିବା ପ୍ରତିବାଦରେ ଶହ ଶହ ଆଶାୟୀ ଶିକ୍ଷକ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଓଏସ୍ଏସ୍ସି କାର୍ଯ୍ୟାଳୟ ଆଗରେ ଆଶାୟୀ ଶିକ୍ଷକ ଧାରଣା ଦେବା […]
Read More Text.