Farmer 1

ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ୬୯ ଟଙ୍କା ଅଧିକ ପାଇବେ ଚାଷୀ

ଭୁବନେଶ୍ୱର :  ଚାଷୀଙ୍କ ପାଇଁ ଖୁସି ଖବର ।  ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ ୬୯ ଟଙ୍କା ଅଧିକ ପାଇବେ ଚାଷୀ । ବର୍ଦ୍ଧିତ ଏମଏସପି ଅନୁଯାୟୀ ଚାଷୀଙ୍କୁ ଅଧିକ  ୬୯ ଟଙ୍କା ଦେବେ ସରକାର ।  ଏଣିକି  ୩୧୦୦ ବଦଳରେ କ୍ୱିଣ୍ଟାଲ ପିଛା  ୩୧୬୯ ଟଙ୍କା ଦେବେ ସରକାର । ଗ୍ରେଡ଼ ଏ ଧାନ କ୍ୱିଣ୍ଟାଲ ପିଛା ମିଳିବ  ୩୧୮୯ ଟଙ୍କା ।  ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ […]

Read More Text.
Cm b

ସୁଦାନରୁ ପୁଅକୁ ଫେରାଇ ଆଣିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କଲେ ଆଦର୍ଶଙ୍କ ପରିବାର

ଜଗତସିଂପୁର : ସୁଦାନରୁ ପୁଅକୁ ଫେରାଇ ଆଣିବାକୁ ନିବେଦନ । ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସୁଦାନରେ ବନ୍ଦୀ ଥିବା ଆଦର୍ଶ ବେହେରାଙ୍କ ବାପା ଓ ମାଆ । କାଲି ପାରାଦୀପର କଳିଙ୍ଗ ବାଲିଯାତ୍ରା ଉଦଘାଟନ ପାଇଁ ଯାଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ସମୟରେ ଆଦର୍ଶଙ୍କ ବାପା-ମାଆ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପୁଅକୁ ଫେରାଇ ଆଣିବାକୁ ନିବେଦନ କରିଛନ୍ତି । ଆଦର୍ଶଙ୍କୁ ଖୁବଶୀଘ୍ର ଫେରାଇ ଅଣାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆଫ୍ରିକୀୟ ଦେଶ ସୁଦାନରେ ଗୃହଯୁଦ୍ଧ ଚାଲିଥିବାବେଳେ […]

Read More Text.
Winter 1

କମୁଛି ତାପମାତ୍ରା, ୧୧ରୁ ରାଜ୍ୟରେ ବଢ଼ିବ ଶୀତ

ଭୁବନେଶ୍ୱର: ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଶୀତ ପଡ଼ିବା ଆରମ୍ଭ ହୋଇଛି। ଆସନ୍ତା ୧୦ତାରିଖ ପର୍ଯ୍ୟନ୍ତ ଏହିଭଳି ଭାବେ ଶୀତ ପ୍ରକୋପ ଲାଗି ରହିବ। ୧୧ ତାରିଖରୁ ସାରା ରାଜ୍ୟରେ ଶୀତ ପ୍ରକୋପ ଆହୁରି ବଢ଼ିବ ବୋଲି ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି। ଭୁବନେଶ୍ବର ପାଣିପାଗ ବିଜ୍ଞ‌ାନ କେନ୍ଦ୍ରର ସୂଚନାନୁଯାୟୀ, ଗତ ୨୪ଘଣ୍ଟା ମଧ୍ୟରେ ୯ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨୦ଡିଗ୍ରୀକୁ ଖସିଛି। ଫୁଲବାଣୀ ଏବଂ ଦାରିଙ୍ଗବାଡିରେ ରାତି ତାପମାତ୍ରା ୧୫ଡିଗ୍ରୀ ଥିବାବେଳେ […]

Read More Text.
Untitled 2

ଚିତ୍ରଶିଳ୍ପୀଙ୍କ ରଙ୍ଗ ତୁଳୀରେ ଫୁଟି ଉଠିବ ଚିର ସବୁଜ ଶିମିଳିପାଳ 

ବିଶାଳ ପେଣ୍ଟିଙ୍ଗକୁ ଆଙ୍କିବାକୁ  ଏକାଠି ହେବେ ଚିତ୍ର ଶିଳ୍ପୀ  ପିଲାଙ୍କ ସହ ମିଶି ଆଙ୍କିବେ ଶିମିଳିପାଳର ଚିତ୍ର  ବାରିପଦା : ନୈସର୍ଗିକ ଶିରୀ ସୁଷମାର ଗନ୍ତାଘର ପ୍ରକୃତି ରାଣୀ ଚିର ସବୁଜ ଶିମିଳିପାଳ କୁ ରଙ୍ଗ ତୁଳୀ ସାହାଯ୍ୟରେ କ୍ୟାନଭାସ ରେ ଚିତ୍ରାୟିତ କରିବାକୁ ମୟୂରଭଞ୍ଜର ନାମୀ ଦାମୀ ଚିତ୍ର ଶିଳ୍ପୀ ଏକାଠି ହେବେ l ଆସନ୍ତା 13 ରୁ 16 ତାରିଖ ପର୍ଯ୍ୟନ୍ତ ବାରିପଦାର ଶିଶୁ ଉଦ୍ୟାନ ପରିସରରେ ଆୟୋଜିତ ହେବାକୁ ଥିବା ସଂସ୍କାର ଶିଶୁ […]

Read More Text.
Img 20251104 wa0176

ଭଂଜପୁର ଜଗଦ୍ଧାତ୍ରୀ ମେଳାର ୨ୟ ସନ୍ଧ୍ୟା, ଝୁମର ନୃତ୍ୟ ଗୀତରେ ଝୁମିଲେ ଦର୍ଶକ

ବାରିପଦା: ସ୍ଥାନୀୟ ଭଂଜପୁର ଠାରେ ଉତ୍ତର ଓଡିଶାର ପ୍ରସିଦ୍ଧ ଜଗଦ୍ଧାତ୍ରୀ ମେଳାର ୨ୟ ସନ୍ଧ୍ୟାରେ ୧ମ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ଯୁବ କଣ୍ଠଶିଳ୍ପୀ ସତ୍ୟବ୍ରତ ଜେନା I ସାଇ ଶିକ୍ଷା କେନ୍ଦ୍ରର ଶିବ ସ୍ତୁତି ନୃତ୍ୟ, ଅନୁରାଧା ମହାନ୍ତି ଓ ସାଥୀଙ୍କ ଓଡ଼ିଶୀ ନୃତ୍ୟ ଦର୍ଶକଙ୍କୁ ବିମୋହିତ କରିଥିଲା I ଶାନ୍ତି ବିଦ୍ୟାମନ୍ଦିରର କୁନିକୁନି କଳାକାରମାନଙ୍କ ନୃତ୍ୟ ବେଶ ଆକର୍ଷଣୀୟ ହୋଇଥିଲା I ଶେଷରେ ଝୁମର ନୃତ୍ୟ ଗୀତରେ ଝୁମିଲେ ଦର୍ଶକ I ସାଂସ୍କୃତିକ ସମ୍ପାଦକଙ୍କ ନେତୃତ୍ୱରେ […]

Read More Text.
Img 20251104 wa0167

ବିଦ୍ୟାଭାରତୀ ଶିଶୁ ବିଦ୍ୟାମନ୍ଦିରରେ ବିଜ୍ଞାନ ମେଳା ଅନୁଷ୍ଠିତ

ବାରିପଦା: ତକତପୁର ସ୍ଥିତ ବିଦ୍ୟାଭରତୀ  ଶିଶୁ ବିଦ୍ୟାମନ୍ଦିରରେ ୩ୟ ବାର୍ଷିକୀ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି I ଏଥି ମେଳାରେ ବିଭିନ୍ନ ପ୍ରୋଜେକଟ କୁନିକୁନି ବୈଜ୍ଞାନିକ ମାନଙ୍କ ଦ୍ୱାରା ପ୍ରଦର୍ଶିତ ହୋଇଥିଲା I ମୁଖ୍ୟଅତିଥି ଭାବେ ଯୋଗଦେଇ ବାରିପଦା ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟର ଦିଲ୍ଲୀପ କୁମାର ଦାସ କୁନିକିନି ବୈଜ୍ଞାନିକ ମାନଙ୍କୁ    ପୁରସ୍କୃତ କରିବା ସହ ସମାଜର ବିକାଶ ଦିଗରେ ବିଜ୍ଞାନର ଉପୋଯୋଗିତା ଉପରେ ଆଲୋକପାତ କରିଥିଲେ I  ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟା ରିତା […]

Read More Text.
Img 20251104 wa0175

ଜିଲ୍ଳାରେ ପ୍ରଥମ ପର୍ଯ୍ୟାୟରେ ଚଉଦ ଗୋଟି ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଆୟୋଜନ ହେବ

ବାରିପଦା: ଜିଲ୍ଲା ପ୍ରଶାସନ ତତ୍ୱାବଧାନରେ ଜିଲ୍ଲା ସାମାଜିକ ସୁରକ୍ଷା କାର୍ଯ୍ୟାଳୟ ଆନୁକୂଲ୍ୟରେ ଜିଲ୍ଲାରେ ଚଳିତ ବର୍ଷ ନଭେମ୍ବର ମାସ ୧୨ତାରିଖରୁ ଆଗାମୀ ଡିସେମ୍ବର ମାସ ୩୦ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟରେ ୧୪ ଗୋଟି ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଆୟୋଜିତ ହେବାକୁ ଯାଉଛି। ଭୀମ ଭୋଇ ସାମର୍ଥ୍ୟ ଶିବିର ହେଉଛି ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସଶକ୍ତିକରଣ ଶିବିର ବା କାର୍ଯ୍ୟକ୍ରମ, ଯାହାର ଲକ୍ଷ୍ୟ ଭିନ୍ନକ୍ଷମ ଥିବା ବ୍ୟକ୍ତିମାନଙ୍କୁ ସେବା ପ୍ରଦାନ କରିବା। ଏହି […]

Read More Text.
Img 20251104 wa0158

ଜିଲ୍ଲା ଜଳ ଓ ପରିମଳ ମିଶନର କାର୍ଯ୍ୟନିର୍ବାହୀ କମିଟି ଓ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ

ବାରିପଦା: ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ମୟୂରଭଞ୍ଜ ଜିଲ୍ଲା ଜଳ ଓ ପରିମଳ ମିଶନ ଆନୁକୂଲ୍ୟରେ, ଜିଲ୍ଲାପାଳ  ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପରିଷଦ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଜିଲ୍ଲା ଜଳ ଓ ପରିମଳ ମିଶନର କାର୍ଯ୍ୟନିର୍ବାହୀ କମିଟି ଓ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ବାରିପଦା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଜନ ଅଧିକ୍ଷଣ ଯନ୍ତ୍ରୀ ଜ୍ଞାନେନ୍ଦ୍ର କୁମାର ନାୟକ ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ କରିଥିଲେ। […]

Read More Text.
Plus two admission

ବଢ଼ିଲା ଯୁକ୍ତ ଦୁଇ ଫର୍ମପୂରଣ ଅବଧି

ଭୁବନେଶ୍ଵର : ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ଫର୍ମପୂରଣ ଅବଧି ବୃଦ୍ଧି ହୋଇଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ବିନା ଜରିମାନାରେ ଫର୍ମପୂରଣ ଅବଧି ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏନେଇ ପରିଷଦ ପକ୍ଷରୁ ପରୀକ୍ଷା ନିୟନ୍ତ୍ରକ ଡ଼ଃ ପ୍ରଶାନ୍ତ କୁମାର ପରିଡ଼ା ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଓ ପ୍ରଧାନଶିକ୍ଷକଙ୍କୁ ଚିଠି ଲେଖିଛନ୍ତି । ବିନା ଜରିମାନାରେ ଉଭୟ କଳା,ବିଜ୍ଞାନ,ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା […]

Read More Text.
Vandemataramrecordsbf16jan2018 1

୭ ତାରିଖରେ ସ୍କୁଲ, କଲେଜରେ ’ବନ୍ଦେ ମାତରମ’ ଗାନ କରିବେ ଛାତ୍ରୀଛାତ୍ରୀ

ଭୁବନେଶ୍ବର: ଆସନ୍ତା ୭ ତାରିଖରେ ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ‘ବନ୍ଦେ ମାତରମ୍‌’ ଗାଇବେ। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗକୁ ଚିଠି ଲେଖିଛି। ‘ବନ୍ଦେ ମାତରମ୍‌’ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଏଭଳି ନିଷ୍ପତ୍ତି ନିଆଯାଇଛି। ଆମର ଜାତୀୟ ଗୀତି ଭାବେ ସ୍ୱୀକୃତ ‘ବନ୍ଦେ ମାତରମ୍‌’ ଗୀତଟିର ରଚୟିତା ହେଉଛନ୍ତି ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟ। ଏହି ଗୀତଟି ତାଙ୍କ […]

Read More Text.