୧୩ରେ ଲଘୁଚାପ, ୧୦ ତାରିଖ ପରେ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପ୍ରକୋପ !
ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ବିଶେଷ ବର୍ଷା ସମ୍ଭାବନା ନାହିଁ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ କୌଣସି ସତର୍କ ସୂଚନା ଜାରି କରିନାହିଁ ପାଣିପାଗ ବିଭାଗ। ପାଗ ମୁଖ୍ୟତଃ ଶୁଖିଲା ରହିବ। ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୮ ତାରିଖରେ ରାଜ୍ୟର ଅଳ୍ପ କେତେକ ସ୍ଥାନରେ ବର୍ଷା ହୋଇପାରେ। ୯ରୁ ବର୍ଷା ପରିମାଣ ସାମାନ୍ୟ ବଢ଼ିବା ସମ୍ଭାବନା ଅଛି। ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପାଣିପାଗ ବିଶେଷଜ୍ଞଙ୍କ […]
Read More Text.