UPI ପେମେଣ୍ଟ ଉପରେ ଚାର୍ଜକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ ଗାନ୍ଧି
ନୂଆଦିଲ୍ଲୀ : ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ବୁଧବାର ୟୁପିଆଇ ଟ୍ରାଞ୍ଜାକ୍ସନ ନିମନ୍ତେ କେନ୍ଦ୍ର ସରକାରଙ୍କ ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ୍ (ଏମଡିଆର) ଫ୍ରେମ ୱାର୍କକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି। ସେ ସରକାର ଆମେରିକା ଚାପ ଆଗରେ ମୁଣ୍ଡ ନୁଆଁଉଥିବାର ଅଭିଯୋଗ କରିଛନ୍ତି ଓ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାହସ ପ୍ରଦର୍ଶନ କରିବାକୁ କହିଛନ୍ତି। ଏଥିରେ ରାହୁଲ ଗାନ୍ଧି ସୋସିଆଲ ମିଡିଆ ଏକ୍ସ ରେ ପୋଷ୍ଟ କରିଥିବା ଏକ ଭିଡିଓରେ ୟୁପିଆଇ ଉପରେ […]
Read More Text.