ଅକ୍ଟୋବର ୭ରୁ ହବିଷ ବ୍ରତ ଆରମ୍ଭ : ଅନ୍ଲାଇନ ପଞ୍ଜୀକରଣ ଖୁବଶୀଘ୍ର
ପୁରୀ : ରାଜ୍ୟର ପ୍ରାୟ ୨,୫୦୦ ଶ୍ରଦ୍ଧାଳୁଙ୍କୁ ଶ୍ରୀକ୍ଷେତ୍ରରେ ମାଗଣା କାର୍ତ୍ତିକ ବ୍ରତ ପାଳନର ସୁବିଧା ଯୋଗାଇ ଦେବେ ସରକାର। ଏଥିପାଇଁ ଖୁବଶୀଘ୍ର ଆରମ୍ଭ ହେବ ଅନ୍ଲାଇନ ପଞ୍ଜୀକରଣ ବ୍ୟବସ୍ଥା। ଜଟିଳ ରୋଗ ଓ ବୟସାଧିକ୍ୟ ଲୋକଙ୍କୁ ଏଥିପାଇଁ ସୁଯୋଗ ମିଳି ନପାରେ। ମନୋନୟନ ପୂର୍ବରୁ ଏକ ଡାକ୍ତରୀ ଦଳ ଆବେଦନକାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବେ। ମନୋନୀତ ହବିଷ୍ୟାଳିଙ୍କୁ ବୃନ୍ଦାବତୀ ନିବାସ, ବଗଲା ଧର୍ମଶାଳା, ପୁରୁଣା ମହିଳା କଲେଜ କୋଠା, ବାଗେଡ଼ିଆ ଧର୍ମଶାଳା ଓ ପୌର କଲ୍ୟାଣ […]
Read More Text.