ରାଜ୍ୟରେ ବନ୍ୟା ଯୋଗୁଁ ୬ ଜିଲ୍ଲାର ୪୪ଟି ବ୍ଲକ ପ୍ରଭାବିତ, ୪ ମୃତ
ଭୁବନେଶ୍ୱର : ଆଜି ସୁଦ୍ଧା ରାଜ୍ୟରେ ବନ୍ୟା ଯୋଗୁଁ ୬ଟି ଜିଲ୍ଲାର ୪୪ଟି ବ୍ଲକ ପ୍ରଭାବିତ ହୋଇଛି । ଏଥିରେ ପ୍ରଭାବିତ ହୋଇଛନ୍ତି ୭୪୮ଟି ଗାଁର ୨ ଲକ୍ଷରୁ ଅଧିକ ଜଣ । ବନ୍ୟାରେ ଆଜି ପର୍ଯ୍ୟନ୍ତ ୪ ଜଣଙ୍କ ମୃତ୍ୟୁ ହୋଇଛି । ୨୭ହଜାରରୁ ଅଧିକ ଘର ଭାଙ୍ଗିଛି । ଅଧିକ ପ୍ରଭାବିତ ହୋଇଛି ବାଲେଶ୍ୱର ଜିଲ୍ଲା। ଜିଲ୍ଲାର ୧ ଲକ୍ଷ ୯ ହଜାର ,୪୨୯ ଜନସଂଖ୍ୟା ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛନ୍ତି। ଜିଲ୍ଲାରେ ମୋଟ ୧୬ […]
Read More Text.