Mixcollage 16 oct 2025 10 59 am 6076

୭୯ ବର୍ଷରେ ପାଦ ଥାପିଲେ ନବୀନ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ବର୍ତ୍ତମାନର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ୭୯ ବର୍ଷରେ ପାଦ ଥାପିଛନ୍ତି ନବୀନ। ସ୍ବର୍ଗତ ବରପୁତ୍ର ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସୁପୁତ୍ର ନବୀନ ରାଜ୍ୟ ଇତିହାସର ଏକ ଅନନ୍ୟ ଛବି। ନବୀନଙ୍କ ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଜଣାଇଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। […]

Read More Text.
1

ଆଧ୍ୟାତ୍ମିକ ଜୀବନଯାପନ: ଶାନ୍ତି ଓ ନିରାମୟର ମୂଳ ଉତ୍ସ

ଭୁବନେଶ୍ୱର : ପ୍ରଶାନ୍ତି ବିହାର ସ୍ଥିତ ବିଜୁ ପଟ୍ଟନାୟକ ସ୍ମାରକୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ  ଏକ ହୃଦୟସ୍ପର୍ଶୀ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। “ଆଧ୍ୟାତ୍ମିକ ଜୀବନଯାପନ: ଶାନ୍ତି ଓ ନିରାମୟର ମୂଳ ଉତ୍ସ” ଶୀର୍ଷକ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଜ୍ୟୋତ୍ସ୍ନାମୟୀ ସ୍ୱାଇଁ ସଭାପତିତ୍ୱ କରିଥିଲେ। ଏହି ଅବସରରେ ଶ୍ରୀମତୀ ସ୍ୱାଇଁ ଶିକ୍ଷାର୍ଥୀମାନଙ୍କୁ ଆଧ୍ୟାତ୍ମିକ ଜୀବନର ମହତ୍ତ୍ୱ ବୁଝାଇବା ସହ ଏହା କିପରି ଏକ ଶାନ୍ତିପୂର୍ଣ୍ଣ ଓ ସୁସ୍ଥ ଜୀବନ ପାଇଁ ମାର୍ଗଦର୍ଶନ କରେ […]

Read More Text.
Similipal (2)

ଚଳିତ ଅକ୍ଟୋବର ମାସ ୧୮ ତାରିଖରେ ପର୍ଯ୍ୟଟକମାନଙ୍କ ନିମନ୍ତେ ଖୋଲିବ ଶିମିଳିପାଳ ଅଭୟାରଣ୍ୟ

ପର୍ଯ୍ୟଟକ ବୁଲିବେ ଖୋଲା ଜୀପ ଓାଇଲ୍ଡଲାଇଫ ସଫାରି ରେ ଶିମିଳିପାଳ ବାରିପଦା-: ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକମାନଙ୍କ ନିମନ୍ତେ ଚଳିତ ଅକ୍ଟୋବର ମାସ ୧୮ ତାରିଖରେ ଖୋଲିବ ବୋଲି କ୍ଷେତ୍ର ନିର୍ଦ୍ଧେଶକ, ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ବାରିପଦା ସୂଚନା ପ୍ରଦାନ କରିଛନ୍ତି । ତେବେ ପ୍ରତ୍ୟେକବର୍ଷ ଶିମିଳିପାଳ କୁ ବୁଲିଯିବାକୁ ପର୍ଯ୍ୟଟକମାନଙ୍କ ନିମନ୍ତେ ବନବିଭାଗ ପକ୍ଷରୁ କିଛି ନିର୍ଦ୍ଧେଶନାମା ଜାରି କରାଯାଇଅଛି । ପିଠାବଟା ତନଖି ଫାଟକ […]

Read More Text.
7c889b9f 5043 43e0 899e c247848a5e11

ଆତ୍ମବିଶ୍ୱାସ, ଈଶ୍ୱର ବିଶ୍ୱାସ ଓ କଠିନ ପରିଶ୍ରମ ହିଁ ସଫଳତାର ଚାବିକାଠି: ଏକ ଆଲୋଚନା ଚକ୍ର

ଭୁବନେଶ୍ୱର :  ଜୀବନରେ ସଫଳତା ଲାଭ ପାଇଁ ଗଭୀର ଆତ୍ମବିଶ୍ୱାସ, ଈଶ୍ୱର ବିଶ୍ୱାସ ଏବଂ କଠିନ ପରିଶ୍ରମ ଏକାନ୍ତ ଅପରିହାର୍ଯ୍ୟ ବୋଲି ପାୱାର ହାଉସ କଲୋନୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଏକ ଆଲୋଚନା ଚକ୍ରରେ ମତପ୍ରକାଶ ପାଇଛି। ଡାକ୍ତର କବିପ୍ରସାଦ ମିଶ୍ର ସ୍ମୃତି ପରିଷଦ ଏବଂ ଡକ୍ଟର ସାତକଡ଼ି ହୋତା ସ୍ମୃତି ପରିଷଦର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷୟିତ୍ରୀ ଭବାନୀ କୁମାରୀ ମହାପାତ୍ର ସଭାପତିତ୍ୱ କରିଥିଲେ। ଏହି ଅବସରରେ ପରିଷଦର […]

Read More Text.
Ayusmanbharat

୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଆୟୁଷ୍ମାନ ଯୋଜନା ବ୍ୟୟବରାଦ ୪୭୫୩ କୋଟି

ଭୁବନେଶ୍ୱର: ରାଜ୍ୟରେ ଏପ୍ରିଲ୍‌ ୧୧ରୁ ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ ହୋଇଛି। ନୂଆ ସରକାର ଆସିବା ପରେ ଏହି ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହି ଯୋଜନାରେ ୩.୪୭ କୋଟି ହିତାଧିକାରୀ ସାମିଲ ହୋଇଥିବା‌େ‌ବଳେ ୧.୪୭ କୋଟି ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରାଯାଇଛି। ସେହିପରି ରାଜ୍ୟ ତଥା ରାଜ୍ୟ ବାହାରେ ଥିବା ବିଭିନ୍ନ ପଞ୍ଜିକୃତ ଚିକିତ୍ସାଳୟରେ ପ୍ରାୟ ୪,୦୫,୦୪୪ ହିତାଧିକାରୀ ଉପକୃତ ହୋଇଛନ୍ତି। ସେହିପରି ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଏହି ଯୋଜନା […]

Read More Text.
Jay v

ବିଜେପିରୁ ପ୍ରାର୍ଥୀ ହେଲେ ଜୟ ଢୋଲକିଆ, ଆସନ୍ତାକାଲି ଭରିବେ ନାମାଙ୍କନ

ନୂଆପଡ଼ା: ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି । ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପି ଜୟ ଢୋଲକିଆ ପ୍ରାର୍ଥୀଙ୍କୁ ପ୍ରାର୍ଥୀ କରିଛି । ଏନେଇ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଘୋଷଣା  କରାଯାଇଛି ।   ଗତ ୧୧ ତାରିଖରେ ବିଜେପିରେ ମିଶିଥିଲେ। ଆସନ୍ତାକାଲି ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ । କାଲି ନୂଆପଡ଼ା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରାର୍ଥୀପତ୍ର ଦାଖଲ ସମୟରେ ଉପସ୍ଥିତ ରହିବେ । ଆଜି ଏଭଳି ସୂଚନା ଦେଇଛନ୍ତି […]

Read More Text.
Diwali

ତୁଟିଲା ଦ୍ୱନ୍ଦ୍ୱ : ୨୦ରେ ପାଳନ ହେବ ଦୀପାବଳି ଓ ପୟାଶ୍ରାଦ୍ଧ

ପୁରୀ : ୨୦ରେ ଅମାବାସ୍ୟା ଓ ପୟାଶ୍ରାଦ୍ଧ ।  ଦୀପାବଳିରେ ହିଁ ହେବ ପୟାଶ୍ରାଦ୍ଧ ।  ୨୧ତାରିଖରେ ଦୀପାବଳି ଓ ପୟା ଶ୍ରାଦ୍ଧକୁ ବାରଣ କରିଛି ପୁରୀ ମୁକ୍ତି ମଣ୍ଡପ ପଣ୍ଡିତ ସଭା ।  ପୁରୀ ଭକ୍ତ ସାଲବେଗ ପୀଠରେ ମୁକ୍ତିମଣ୍ଡପ ପଣ୍ଡିତ ସଭାର ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦିଆଯାଇଛି । ୨୦ ଓ ୨୧ ତାରିଖକୁ ନେଇ ଲାଗି ରହିଥିଲା ଦ୍ବନ୍ଦ୍ବ । ତେବେ ୨୦ତାରିଖ ଦିନ ୩ଟା ୨୩ରୁ ଠାରୁ ଆରମ୍ଭ ହେବ ପୟା […]

Read More Text.
Images (1)

ସ୍ନେହାଙ୍ଗିନୀ ଛୁରିଆ ବିଜେଡିର ନୂଆପଡ଼ା ବିଧାନସଭା ପ୍ରାର୍ଥୀ

ଭୁବନେଶ୍ଵର: ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ନୂଆପଡ଼ା ପ୍ରାର୍ଥୀ। ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ନବୀନ ନିବାସଠାରେ ଏ ନେଇ ଘୋଷଣା କରିଛନ୍ତି। ନୂଆପଡ଼ା ବିଧାନସଭା ଆସନରେ ପୂର୍ବରୁ ବିଜେପି ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଥିବା ସମୟରେ କଂଗ୍ରେସ ଘାସିରାମ ମାଝୀଙ୍କୁ ମଇଦାନକୁ ଉତାରିଛି। ଏଥର ଉପନିର୍ବାଚନରେ ତ୍ରିମୁଖୀ ଲଢ଼େଇ ହେବା ନିଶ୍ଚିତ ହୋଇଛି।

Read More Text.
Bjp 1

ନୂଆପଡାରେ ବିଜେପିର ମିଶ୍ରଣ ପର୍ବ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ଉଦ୍ୟାନବନ୍ଧ ଠାରେ ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପ୍ରାୟ ୧୮ଜଣ ସରପଞ୍ଚ, ୨୦ଜଣ ସମିତି ସଭ୍ୟଙ୍କ ସହ ପ୍ରାୟ ୩୦ଟି ବିଭିନ୍ନ ସଂଗଠନର ଅଧିକାରୀ ଏବଂ ଶହ ଶହ କର୍ମୀ ବିଜେପିରେ ସାମିଲ ହୋଇଛନ୍ତି । ଏହି ସଭାରେ ରାଜ୍ୟ ସଭାପତିଙ୍କ ସହ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ପୂର୍ବତନ […]

Read More Text.
Fake v

ମାଓବାଦୀ ନାଁରେ ବାପାକୁ ପୁଅର ଧମକପୂର୍ଣ୍ଣ ଚିଠି, ’୩୫ ଲକ୍ଷ ନଦେଲେ ପରିବାରକୁ ମାରିଦେବି’

ଭବାନୀପାଟଣା : ବାପାଙ୍କଠୁ ୩୫ ଲକ୍ଷ ଟଙ୍କା ଆଦାୟ ପାଇଁ ଧରାପଡ଼ିଲା ପୁଅର କାରସାଦି । ମାଓବାଦୀ ନାଁରେ ବାପାଙ୍କୁ ଧମକପୂର୍ଣ୍ଣ ଚିଠି ଲେଖିଥିଲା । ୩୫ ଲକ୍ଷ ଟଙ୍କା ବଟି ଦେବାକୁ କହିଥିଲା । ଘଟଣାର ତଦନ୍ତ ପରେ ପୋଲିସ ବ୍ୟବସାୟୀଙ୍କ ପୁଅକୁ ଗିରଫ କରିଛି । ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ନର୍ଲା ଥାନା ରପ୍ରା ରୋଡରେ । ସୂଚନା ଅନୁସାରେ ରପ୍ରା ରୋଡର ଜାଣେ ଠିକାଦାର ଦିନେଶ ଅଗ୍ରୱାଲଙ୍କ ପୁଅ ଅଙ୍କୁଶ ଅଗ୍ରୱାଲ […]

Read More Text.