ୟୁଏଇ ନିବେଶକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆହ୍ୱାନ, ନିବେଶ ପାଇଁ ଅଛି ସବୁ ସୁବିଧା
ଭୁବନେଶ୍ୱର : ଓଡ଼ିଶାର ଶିଳ୍ପ ବିକାଶର ପରବର୍ତ୍ତୀ ପର୍ଯ୍ୟାୟରେ ୟୁଏଇ ନିବେଶକମାନଙ୍କୁ ସହଭାଗୀ ହେବା ପାଇଁ ଆହ୍ୱାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁବାଇରେ ଆୟୋଜିତ ଓଡିଶା ନିବେଶକ ସମ୍ମିଳନୀ-ୟୁଏଇ- ୨୦୨୬ ରେ ପ୍ରାୟ ୪୦୦ ଜଣ ବ୍ୟବସାୟୀ, ନିବେଶକ ଓ ୟୁଏଇ ବ୍ୟବସାୟିକ ସମୁଦାୟର ପ୍ରତିନିଧି ଯୋଗଦେଇଥିଲେ । ମୁଖ୍ୟମନ୍ତ୍ରୀ ଓଡ଼ିଶାର ପ୍ରାକୃତିକ ସମ୍ପଦ, ପ୍ରତିଯୋଗିତାମୂଳକ ଶକ୍ତି, ବନ୍ଦର, ଶିଳ୍ପ ଭିତ୍ତିଭୂମି, ଦକ୍ଷ ମାନବ ସମ୍ବଳ ଓ ନିବେଶ ଅନୁକୂଳ ପରିବେଶକୁ ନିବେଶକଙ୍କ ସମ୍ମୁଖରେ […]
Read More Text.