ସେପ୍ଟେମ୍ବର ୬ କଳା ଦିବସ୍ ପାଳନ ପାଇଁ ପ୍ରସ୍ତୁତି ବୈଠକ
ବାରିପଦା: ଓଡ଼ିଶା କୁଡ଼ୁମୀ ସେନା ତରଫରୁ ଆସନ୍ତା ସେପ୍ଟେମ୍ବର ୬ ତାରିଖ କଳା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ କଣ୍ଟାବଣି ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ କଳା ଦିବସ ଦିଲ୍ଲୀ ଯନ୍ତରମନ୍ତରଠାରେ ପାଳନ କରିବା ପାଇଁ ସ୍ଥିର କରାଯାଇଛି। କୁଡ଼ୁମି ବହୁଳ ବିଶିଷ୍ଟ ୪ ଗୋଟି ରାଜ୍ୟର ଶତାଧିକ ଜାତି ପ୍ରେମୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ମିଳିଛି। ଭାରତ ସରକାର କୌଣସି କାରଣ ନଥାଇ ବିନା […]
Read More Text.