ଜାତୀୟ ପତାକା ପ୍ରତି ଉପଯୁକ୍ତ ସମ୍ମାନ ପ୍ରଦର୍ଶନ ତଥା ଜାତୀୟ ପତାକାର ସଠିକ ବ୍ୟବହାର କରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ
ବାରିପଦା: ଜାତୀୟ ପତାକାକୁ ସମ୍ମାନ ଜଣାଇବା ପ୍ରତ୍ୟେକ ଭାରତୀୟ ନାଗରିକଙ୍କ କର୍ତ୍ତବ୍ୟ । ଭାରତୀୟ ଜାତୀୟ ପତାକା ଆଶା ଓ ଉଚ୍ଚକାଂକ୍ଷା ଭାବେ ଆମ ଦେଶର ଜନସାଧାରଣଙ୍କ ପ୍ରତିନିଧିତ୍ବ କରିଥାଏ । ତେଣୁ ଜାତୀୟ ପତାକାକୁ ଭଲ ପାଇବା, ସମ୍ମାନ ପ୍ରଦର୍ଶନ କରିବା ଓ ଏହା ପ୍ରତି ଆନୁଗତ୍ୟ ଦେଖାଇବା ଉଚିତ୍ । ଜାତୀୟ ସମ୍ମାନ ନିୟମ ୧୯୭୧ ଅନୁଯାୟୀ ଜାତୀୟ ପତାକାକୁ ଅସମ୍ମାନ କଲେ ଆଇନାନୁଯାୟୀ ଦଣ୍ଡ ବିଧାନର ବ୍ୟବସ୍ଥା ରହିଛି । ସେହିପରି ଫ୍ଲାଗ କୋର୍ଡ […]
Read More Text.