Rain 1 1

ପ୍ରବଳ ବର୍ଷାରେ ଉବୁଟୁବୁ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକ ହନ୍ତସନ୍ତ

ଭୁବନେଶ୍ବର: ଉବୁଟୁବୁ ସୂର୍ଯ୍ୟ ମନ୍ଦିର। ପୁରୀ ଜିଲ୍ଲାର କୋଣାର୍କ, ଗୋପ ଓ ନିମାପଡ଼ା ଅଞ୍ଚଳରେ ପ୍ରବଳ ଘଡଘଡି ସହ ବର୍ଷା ଲାଗି ରହିଛି । ବର୍ଷା ଯୋଗୁଁ ପର୍ଯ୍ୟଟକ ହନ୍ତସନ୍ତ । ପବନର ମାତ୍ରା ଅଧିକ ନାହଁ । ହେଲେ ପ୍ରାୟ ୧ ଏଣ୍ଟା ଧରି ବର୍ଷା ଲାଗି ରହିଥିଲା । ବର୍ଷା ଯୋଗୁଁ କୋଣାର୍କ ସୂର୍ଯ୍ୟ ମନ୍ଦିର ବୁଲିବାରେ ପର୍ଯ୍ୟଟକଙ୍କୁ ଅସୁବିଧା ହେଉଛି। ସେହିପରି ଉବୁଟୁବୁ ବଡ଼ଦାଣ୍ଡ। ପୁରୀରେ ଆଜି ସକାଳୁ ପ୍ରବଳ ବର୍ଷା ହୋଇଛି। କିଛି […]

Read More Text.
Eci 1716036910

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ; ଅକ୍ଟୋବର ୨୦ ସୁଦ୍ଧା ନାମାଙ୍କନ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୧ରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ନିର୍ବାଚନ ପାଇଁ ନାମାଙ୍କନର ଶେଷ ତାରିଖ ଅକ୍ଟୋବର ୨୦ ଧାର୍ଯ୍ୟ ହୋଇଛି। ସେହିପରି ଅକ୍ଟୋବର ୨୨ରେ ନାମାଙ୍କନ ପତ୍ର ଯାଞ୍ଚ ହେବାକୁ ଥିବାବେଳେ ଅକ୍ଟୋବର ୨୪କୁ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି। ନଭେମ୍ବର ୧୧ ସକାଳ ୭ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟଦାନ ପ୍ରକ୍ରିୟା […]

Read More Text.
Screenshot 2025 10 13 150949 e1760349699669

ଭୁବନେଶ୍ୱରରେ ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକଙ୍କୁ ଆକ୍ରମଣ

ଭୁବନେଶ୍ୱର: ଭୁବନେଶ୍ୱର ରେଳ ଷ୍ଟେସନ ନିକଟରେ ସୋମବାର ଦିନ କିଛି ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ଗୁରୁତର ଆହତ ହୋଇଛନ୍ତି। ଶିକ୍ଷକ ଜଣକ ରାୟଗଡା ଜିଲ୍ଲାର ଦ୍ୱିତି ଚନ୍ଦ୍ର ସାହୁ ବୋଲି ଜଣାପଡିଛି। ଯାହାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ କରିଥିଲେ। ସୂଚନା ଅନୁଯାୟୀ, ଦ୍ୱିତି ଚନ୍ଦ୍ର ଏକ ସରକାରୀ କାମ ପାଇଁ ଭୁବନେଶ୍ୱର ଆସିଥିଲେ। ସେ ରେଳ ଷ୍ଟେସନ ନିକଟରେ ଚାଲୁଥିବା ସମୟରେ କିଛି ଦୁର୍ବୃତ୍ତ ହଠାତ୍ ତାଙ୍କୁ […]

Read More Text.
Image 2025 10 13t145657.837

ପୁରୀ ଯିବା ରାସ୍ତାରେ ପଇଡ ପିଇ ବ୍ୟବସାୟୀଙ୍କ ସୁଖଦୁଃଖ ବୁଝିଲେ ମୁଖ୍ୟମନ୍ତ୍ରୀ

ପୁରୀ: ଆଜି ପୁରୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କେନ୍ଦ୍ରୀୟ ସଂସ୍କୃତ ବିଶ୍ୱ ବିଦ୍ୟାଳୟରେ ଆୟୋଜିତ ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ସନ୍ଦର୍ଭରେ, ଭାରତୀୟ ଜ୍ଞାନ ପରମ୍ପରା ସମ୍ପର୍କରେ ଆଲୋଚନା ଚକ୍ର କାର୍ଯ୍ୟକ୍ରମରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀ ଗସ୍ତରେ ଅଛନ୍ତି । ଏହି ସମୟରେ ବାଟରେ କାଦୁଆ ଠାରେ ଅଟକି ଜଣେ ପଇଡ ବ୍ୟବସାୟୀଙ୍କ ଠାରୁ ପଇଡ କିଣି ପିଇଥିଲେ ଏବଂ ପଇଡ ବ୍ୟବସାୟୀ ଶ୍ରୀଧର ମହାପାତ୍ରଙ୍କ ସହିତ ଦୁଃଖ […]

Read More Text.
Olive ridley

ଆରମ୍ଭ ହେବ ଅଲିଭ ରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା, ଧାମରା-ଗହୀରମଥାରେ ୭ ମାସ ମାଛଧରା ମନା

ଭଦ୍ରକ: ଆଉ କିଛି ଦିନ ପରେ ଭଦ୍ରକର ବଙ୍ଗୋପସାଗର ଗହୀରମଥା ଅଞ୍ଚଳରେ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ଭିଡ ଜମିବ । ଏନ୍ତୁଡ଼ିଶାଳଭାବେ ସମଗ୍ର ବିଶ୍ୱରେ ପ୍ରସିଦ୍ଧିଲାଭ କରିଥିବା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଅଲିଭ ରିଡଲେଙ୍କର ପ୍ରଜନନ ପ୍ରକ୍ରିୟା ଆରମ୍ଭ ହେବ । ଅଲିଭ ରିଡଲେର ସୁରକ୍ଷା ଓ ନିରାପଦ ପ୍ରଜନନ ପ୍ରକ୍ରିୟାକୁ ନଜରରେ ରଖି ଧାମରା ଠାରୁ ଗହୀରମଥା ଯାଏ ବନବିଭାଗ ତରଫରୁ ବ୍ୟାପକ କଟକଣା ବ୍ୟବସ୍ଥା କରାଯାଉଛି । ନଭେମ୍ବର ୧ ତାରିଖରୁ ମେ […]

Read More Text.
Aiims staffer 1061x675 1 750x430

AIIMS କର୍ମଚାରୀଙ୍କୁ ଗୁଳି କରି ହତ୍ୟା

ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ। ଭୁବନେଶ୍ବର AIIMSର ଜଣେ ଆଉଟ ସୋର୍ସିଂ କର୍ମଚାରୀଙ୍କୁ ଗୁଳିମାଡ଼ ହୋଇଛି। ଡିଉଟିକୁ ଆସିବା ବେଳେ ଗୋଡ଼ାଇ ଗୋଡ଼ାଇ ଗୁଳି କଲେ ଦୁର୍ବୃତ୍ତ। ତିନି ରାଉଣ୍ଡ ଗୁଳି କରି ଫେରାର ହୋଇ ଯାଇଥିଲେ ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ତାଙ୍କୁ AIIMS ରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସକାଳୁ ସକାଳୁ ଏମ୍ସରୁ କାମସାରି ଫେରୁଥିଲେ ସୁଧାଂଶୁ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଗୁଳିମାଡ଼ ହୋଇଥିବା ସୂଚନା ରହିଛି। […]

Read More Text.
Img 20251012 wa0118

ଜିଲ୍ଲା ସ୍ତରୀୟ ପଲ୍ସ ପୋଲିଓ ଦିବସ-୨୦୨୫ ପାଳିତ

ଜିଲାରେ ଦୁଇ ଲକ୍ଷ ବାର ହଜାର ଶହେ ଅନେଶତ ଶିଶୁଙ୍କୁ ପୋଲିଓ ବୁନ୍ଦା ଖୁଆଇବା ଲକ୍ଷ୍ୟ ଧାର୍ଯ୍ୟ ବାରିପଦା : ଆଜି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୂଲ୍ୟରେ ଦେବେନ୍ଦ୍ରପୁର ସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଜିଲ୍ଲା ସ୍ତରୀୟ ପଲ୍ସ ପୋଲିଓ ବୁନ୍ଦା ସେବନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ ଯୋଗ ଦେଇ ଏହାର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ଜିଲ୍ଲାପାଳ କହିଥିଲେ ଯେ ଜିଲ୍ଳାରେ ଆଜି ଠାରୁ ୧୪ ତାରିଖ ପର୍ଯ୍ୟନ୍ତ […]

Read More Text.
Img 20251012 wa0113

ଅନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳନ ଅବସରରେ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ତରଫରୁ ଅନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳନ ଅବସରରେ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ତା. ୧୧. ୧୦. ୨୦୨୫ରିଖ ତାରିଖରେ ବାରିପଦା ସ୍ଥିତ ଷ୍ଟାଡିଅମ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି I ସମାଜରେ ଲିଙ୍ଗଗତ ବୈଷମତାକୁ ଦୂର କରିବା ଓ  ମହିଳା ତଥା କନ୍ୟା ସନ୍ତାନ ମାନେ କିପରି ସମାଜର ପ୍ରତ୍ୟେକ କ୍ଷେତ୍ରରେ ନିଜର ପରିଚୟ ସୃଷ୍ଟି କରି ପାରିବେ ସେଥିପାଇଁ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଅଛି I ପ୍ରତିବର୍ଷ ଭଳି […]

Read More Text.
Img 20251012 wa0130

ଥାଲାସେମିଆ ଓ ସିକିଲସେଲ ରୋଗୀଙ୍କ ଉଦ୍ଦେଶ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ

ବାରିପଦା : ସାଧାରଣତଃ ଥାଲାସେମିଆ ଓ ସିକିଲସେଲ ରୋଗୀମାନଙ୍କ ଶରୀରରେ ରକ୍ତ କଣିକା ତିଆରି ହୋଇପାରେ ନାହିଁ I ଫଳରେ ମାସକୁ ଥରେ ବା ଦୁଇଥର ସେମାନଙ୍କର ରକ୍ତର ଆବଶ୍ୟକତା ଦେଖାଯାଇ ଥାଏ I ଏହାକୁ ଆଖି ଆଗରେ ରଖି ରେଡ ଗ୍ରୀନ ଫାଉଣ୍ଡେସନ ନିୟମିତ ବ୍ୟବଧାନରେ ରକ୍ତଦାନ ଶିବିରର ଆୟୋଜନ କରିଥାଏ I ଏହି ଅବସରରେ ଫାଉଣ୍ଡେସନର ପ୍ରତିଷ୍ଠାତା ଚିତ୍ତରଞ୍ଜନ ସ୍ୱାଇଁଙ୍କ ନେତୃତ୍ୱରେ ଓଡିଶା ରକ୍ତ ଭଣ୍ଡାର, ବାରିପଦାରେ ଆୟୋଜିତ ଆଜିର ରକ୍ତଦାନ ଶିବିରରେ ମୋଟ […]

Read More Text.
Img 20251010 wa0192

ଅକ୍ଟୋବର 15 ରେ ଯୁବ କଳାକାର ମାନଙ୍କ ଦ୍ୱାରା ପରିବେଶଣ ହେବ କର୍ମଶାଳା ଭିତ୍ତିକ ନାଟକ “ଇତି ଯେବେ ହସେ”  

ବାରିପଦା: ଦୀର୍ଘ ବର୍ଷ ପରେ ବାରିପଦାରେ ଓଡିଶା ସରକାରଙ୍କ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସଂଗୀତ ନାଟକ ଏକାଡେମୀ ଓ ଓଡିଶା ନାଟ୍ୟ ସଂଘର ମିଳିତ ଆନୁକୂଲ୍ୟରେ ତଥା ଜିଲ୍ଲା ପ୍ରଶାସନର ସହଯୋଗରେ ଯୁବ କଳାକାରଙ୍କୁ ନେଇ ଏକ ନାଟ୍ୟ କର୍ମଶାଳା ଅକ୍ଟୋବର ୧ ତାରିଖରୁ ଆରମ୍ଭ ହୋଇଯାଇଛି I ୧୪ ଦିନର ପ୍ରଶିକ୍ଷଣ ପରେ ଯୁବ କଳାକାର ମାନେ ୧୫ ତାରିଖ ଦିନ ସନ୍ଧ୍ୟା ୭ଟା ରେ କର୍ମଶାଳା ଭିତ୍ତିକ ନାଟକ […]

Read More Text.