କଟକ ଗଣ୍ଡଗୋଳ: ୮ ଗିରଫ
କଟକ: କଟକ ଗଣ୍ଡଗୋଳ ଘଟଣାରେ ଏଯାବତ ୮ଜଣଙ୍କୁ ଗିରଫ କରିଛି ପୁଲିସ । ଏନେଇ ସୂଚନା ଦେଇଛନ୍ତି ପୁଲିସ କମିଶନର ଏସ୍ ଦେବଦତ୍ତ ସିଂହ । ଆଗକୁ କାର୍ଯ୍ୟାନୁଷ୍ଠାନ ଆହୁରି ଜୋରଦାର ହେବ ବୋଲି କହିଛନ୍ତି । ୩ଟି ମାମଲାରେ ୮ଜଣଙ୍କୁ ଗିରଫ କରାଯାଇଛି । ଅଭିଯୁକ୍ତଙ୍କ ବିରୋଧରେ ସଙ୍ଗୀନ ଦଫା ଲଗାଇଛି ପୁଲିସ । ବିନା ଅନୁମତିରେ ଶୋଭାଯାତ୍ରା ବହାର କରିବା, ବେଆଇନ ଭାବେ ସହର ପରିକ୍ରମା କରି ଏକାଠି ହେବା, ପୁଲିସ ଉପରେ ଆକ୍ରମଣ […]
Read More Text.