ବାଲିଯାତ୍ରା ଉପର ପଡ଼ିଆରେ ବି ହେବ, ହାଇକୋର୍ଟରେ ଶୁଣାଣି ୯ ତାରିଖରେ
କଟକ : ଉପର ପଡ଼ିଆରେ ବି ହେବ ବାଲିଯାତ୍ରା । ଏନେଇ କୋର୍ଟଙ୍କୁ ଦିଆଯିବ ସତ୍ୟପାଠ । ରୂପରେଖ କ’ଣ ହେବ କୋର୍ଟଙ୍କୁ ଅବଗତ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ଜିଲ୍ଲାପାଳଙ୍କ ଆବାସିକ ବାସଭବନରେ ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୯ ତାରିଖରେ ହାଇକୋର୍ଟରେ ମାମଲାର ରହିଛି ଶୁଣାଣି। ସେପଟେ ୨୬ ସେପ୍ଟେମ୍ବରରୁ ୦୯ ଅକ୍ଟୋବର ପର୍ଯ୍ୟନ୍ତ ଚାଲିବ ପଞ୍ଜିକରଣ ପାଇଁ ଆବେଦନ । ଜଣେ ବ୍ୟକ୍ତି ଓ ଅନୁଷ୍ଠାନ ୩ ଟି ଲେଖାଁଏ ପ୍ଲଟ […]
Read More Text.