ହାତୀ ଦାନ୍ତ ଜବତ, ୨ ଗିରଫ
ଆଠମଲ୍ଲିକ: ହାତୀ ଦାନ୍ତ ଡିଲ୍ ବେଳେ ମାଡ଼ି ବସିଲା STF । ୨ଟି ହାତୀ ଦାନ୍ତ ଜବତ, ୨ ଗିରଫ । ଆଠମଲ୍ଲିକ ବ୍ଲକର ଜଙ୍ଗଲ ସଂଲଗ୍ନ ଯଦୁପୁର ଗ୍ରାମରେ ବିକ୍ରି ପାଇଁ ଡିଲ୍ ବେଳେ ୨ଟି ହାତୀ ଦାନ୍ତ ଜବତ ହୋଇଛି। ଗାଁରେ ଜଣେ ବ୍ୟକ୍ତି ହାତୀ ଦାନ୍ତ ରଖିଥିବା ଖବରପାଇ STF ଚଢାଉ କରିଥିଲା । STFର ଜଣେ ଇନ୍ସପେକ୍ଟରଙ୍କ ନେତୃତ୍ୱରେ ଏକ ୬ ଜଣିଆ ଟିମ୍ ଛଦ୍ମ ବେଶରେ ଉକ୍ତ ବ୍ୟକ୍ତିଙ୍କୁ ଘରକୁ ଯାଇ […]
Read More Text.