ଉପସ୍ଥାନ ରିପୋର୍ଟରେ ହେରାଫେରୀ, ମଧ୍ୟାହ୍ନ ଭୋଜନରେ ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ
ଆଗରପଡ଼ା :ଭଦ୍ରକ ଜିଲ୍ଲା ବନ୍ତ ବ୍ଲକରେ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥାରେ ଚାଲିଛି ବଡ ଅନିୟମିତତା । ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ କାର୍ଯ୍ୟକ୍ରମରେ ସ୍କୁଲରେ ମଧ୍ୟାହ୍ନ ଭୋଜନ ଦିଆଯାଉଥିବା ବେଳେ ପ୍ରତିଦିନ ଏହି ବ୍ୟବସ୍ଥାରେ ଅନିୟମିତତା କରାଯାଉଥିବା ଅଭିଯୋଗ ହେଉଛି । ଉପସ୍ଥାନରେ ତାଳମେଳ ନରଖି, ଚାଉଲ, ଡାଲି ଓ ଅନ୍ୟ ସାମଗ୍ରୀରେ ହେରାଫେରୀ କରି କେତେକ ସ୍କୁଲରେ ଛାତ୍ରଛାତ୍ରୀଙ୍କ ଟଙ୍କା ହଡପ ହେଉଥିବା ବେଳେ ଆଉ କିଛି ସ୍କୁଲରେ ଭଲ ଖାଦ୍ୟ […]
Read More Text.