କୋଟିଆରେ ଭାଷା, ସାହିତ୍ୟ ଓ ସଂସ୍କୃତି ସୁରକ୍ଷା ଉପରେ ଗୁରୁତ୍ୱାରୋପ; ଡ. ହୋତା ଓ ଡାକ୍ତର ମିଶ୍ର ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ଚକ୍ର ଅନୁଷ୍ଠିତ
ଭୁବନେଶ୍ୱର : ଭାଷା, ସାହିତ୍ୟ ଓ ସଂସ୍କୃତିର ସୁରକ୍ଷା ଉପରେ ଗୁରୁତ୍ୱାରୋପ କରି ଭୁବନେଶ୍ୱରସ୍ଥିତ ଡ. ସାତକଡ଼ି ହୋତା ସ୍ମୃତି ପରିଷଦ ଓ ଡାକ୍ତର କବି ପ୍ରସାଦ ମିଶ୍ର ସ୍ମୃତି ପରିଷଦର ମିଳିତ ଆନୁକୂଲ୍ୟରେ କୋଟିଆ ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଅଛି। ଲୋକନାଥ ଆଚାର୍ଯ୍ୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ବ୍ୟକ୍ତିବିଶେଷ ଯୋଗଦାନ କରି କୋଟିଆ ଅଞ୍ଚଳର ବିକାଶ ଉପରେ ଆଲୋଚନା କରିଥିଲେ। ମୁଖ୍ୟ ଅତିଥି ଓ ବକ୍ତା ଭାବେ […]
Read More Text.