ଗୋଟିଏ ଦିନରେ ୨.୬୩ କୋଟିର ବେଆଇନ ସାମଗ୍ରୀ ଜବତ କଲା ଅବକାରୀ ବିଭାଗ
ଭୁବନେଶ୍ୱର: ଅବକାରୀ ବିଭାଗର ବଡ଼ କାର୍ଯ୍ୟାନୁଷ୍ଠାନ “ଏନ୍ଫୋର୍ସମେଣ୍ଟ ସ୍ପେଶାଲ୍ ଡ୍ରାଇଭ୍”ର ୧୧ତମ ଦିନରେ ଏକ ବଡ଼ ସଫଳତା ସହ ମୋଟ ୨.୬୩ କୋଟି ଟଙ୍କାର ବେଆଇନ ସାମଗ୍ରୀ ଜବତ ହୋଇଛି। ଏହି ବଡ଼ ଅଭିଯାନରେ ୨୬୩ଟି ମାମଲା ରୁଜୁ ହେବା ସହ ୧୫୪ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ୧୩,୮୨୭ BL ବେଆଇନ ମଦ, ୪୨୯ BL Duty-Paid liquor ଜବତ ହୋଇଛି। ମଦ ପାଇଁ ବ୍ୟବହୃତ ୧.୪୧ ଲକ୍ଷ ଲିଟର୍ ପୋଚ ନଷ୍ଟ କରାଯାଇଛି, ୯୦୦ କି.ଗ୍ରାମ୍ […]
Read More Text.