ସୁଧୁରୁନି ସଂଗୀତକାର ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥା, ସୂଚନା ଦେଲେ ଏମ୍ସ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ
ଭୁବନେଶ୍ୱର : ପ୍ରଖ୍ୟାତ ସଙ୍ଗୀତକାର ଅଭିଜିତ ମଜୁମଦାରଙ୍କ ସ୍ଵାସ୍ଥ୍ୟାବସ୍ଥା ସ୍ଥିର ରହିଛି । ସ୍ବାସ୍ଥ୍ୟରେ କିଛି ସୁଧାର ଆସିନି । ଏବେ ବି ଭେଣ୍ଟିଲେଟରରେ ଅଛନ୍ତି ଅଭିଜିତ ମଜୁମଦାର । ଏବେ ବି ସଙ୍କଟାପନ୍ନ ଅଛି ଅଭିଜିତଙ୍କ ସ୍ବାସ୍ଥ୍ୟ । ଭୁବନେଶ୍ୱର ଏମ୍ସ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ, ପ୍ରାୟ ୧୦ ଦିନ ତଳେ କଟକର ଏକ ଘରୋଇ ହସ୍ପିଟାଲରୁ ଏମ୍ସକୁ ସ୍ଥାନାନ୍ତର ହୋଇଥିଲେ ଅଭିଜିତ ମଜୁମଦାର । ସ୍ବାସ୍ଥ୍ଯାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସକୁ […]
Read More Text.