ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ
ବାରିପଦା : ଡଃ ହରେକୃଷ୍ଣ ମହତାବ ଭବନ ପରିସରରେ ପଣ୍ଡିତ ଦୀନଦୟାଲ ଉପାଧ୍ଯାୟ ମଣ୍ଡଳ ସ୍ତରୀୟ ପ୍ରଶିକ୍ଷଣ ଅଭିଯାନ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥିଭାବେ ରାଜ୍ୟ ବିଜେପି କାର୍ଯ୍ୟକାରିଣୀର ସଦସ୍ୟ ନବିନ ରାମ, ପଶ୍ଚିମ ମୟୂରଭଂଜ ଜିଲ୍ଲା ବିଜେପି ସଭାପତି ଜୁରିଲାଲ ମହାନ୍ତ ,ସାଂସଦ ପ୍ରତିନିଧି ମନୋଜ ଦାସ,ରାଜ୍ୟ ମହିଳା ବିଜେପି ସଂପାଦିକା ମିଥିଳା ଟୁଡୁ , ଜିଲ୍ଲା ସଂପାଦକ ସରୋଜ ମହାନ୍ତ, ସୁନିଲ ମହାନ୍ତ,ରାଜ୍ୟ ଯୁବ ବିଜେଡ଼ି ସଂପାଦକ ଆଲୋକ ରଞ୍ଜନ […]
Read More Text.