ପବିତ୍ର ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ଆଲୋଚନା ଚକ୍ର ଅନୁଷ୍ଠିତ
ବାରିପଦା: ଜିଲ୍ଲା ସ୍ତରୀୟ ପବିତ୍ର ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ଗତକାଲି ଦିବା ୧୧ ଘଟିକା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ମହାତ୍ମା ଗାନ୍ଧୀଙ୍କ ଜୀବନ ଦର୍ଶନ ଉପରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ବିକାଶ ରଞ୍ଜନ ମହାନ୍ତିଙ୍କ ସଭାପତିତ୍ୱରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ଉକ୍ତ ଆଲୋଚନା ଚକ୍ରରେ ମୁଖ୍ୟ ଅତିଥି ଭାବେ ପ୍ରତଶ୍ରୁତି ପତ୍ରିକାର ସମ୍ପାଦକ ଡ଼. ଭାଗବତ ପ୍ରସାଦ ପଣ୍ଡା, ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ […]
Read More Text.