ଜର୍ଜିଆଡି କ୍ଲବ୍ ସେଭେନ୍ସ କପ୍ ଜିତିଲା ଫ୍ୟୁଚର ଷ୍ଟାର୍ ସ୍ପୋର୍ଟସ ଏକାଡେମୀ
ବାରିପଦା: ଚଳିତ ମାସ ୬ ଓ ୭ ତାରିଖ କୋଲକାତା ଠାରେ କୋଲକାତା କ୍ରିକେଟ ଓ ଫୁଟବଲ କ୍ଳବ ଓ ବେଙ୍ଗଲ ରଗବୀ ସଂଘର ମିଳିତ ଉଦ୍ୟମରେ ଆୟୋଜିତ ହୋଇଥିବା ଜର୍ଜିଆଡି କ୍ଲବ୍ ସେଭେନ୍ସ କପ୍ ପ୍ରତିଯୋଗିତାରେ ମୟୂରଭଞ୍ଜ ଜିଲ୍ଳାର ଫ୍ୟୁଚର ଷ୍ଟାର ସ୍ପୋର୍ଟସ ଏକାଡେମୀର ମହିଳା ଦଳ ଚମ୍ପିୟାନ ହୋଇ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି । ବହୁ ପୁରାତନ ଜର୍ଜିଆଡି କ୍ଲବ୍ ସେଭେନ୍ସ କପ୍ ପ୍ରତିଯୋଗିତାରେ ପ୍ରଥମ ଥର ଫ୍ୟୁଚର ଷ୍ଟାର୍ ସ୍ପୋର୍ଟସ ଏକାଡେମୀ […]
Read More Text.