ସେପ୍ଟେମ୍ବର ୧୨ରେ ଅନୁଷ୍ଠିତ ହେବ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ
ବାରିପଦା : ଚଳିତ ସେପ୍ଟେମ୍ବର ମାସ ୧୨ ତାରିଖରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ମୟୂରଭଞ୍ଜ, ବାରିପଦାଙ୍କ ଦ୍ୱାରା ଜିଲ୍ଲା କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବାକୁ ଯାଉଛି। ଜିଲ୍ଲା କୋର୍ଟ ବାରିପଦା ବ୍ୟତୀତ ଅନ୍ୟାନ୍ୟ ସ୍ଥାନ ଯଥା ତାଲୁକ ଆଇନ ସେବା ସମିତି କରଞ୍ଜିଆ, ରାଇରଙ୍ଗପୁର, ଉଦଳା, ବେତନଟୀ, ଯଶିପୁର, ଠାକୁରମୁଣ୍ଡା, ରାସଗୋବିନ୍ଦପୁର ଓ ମୋରୋଡ଼ା ଠାରେ ମଧ୍ୟ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ। ଏହି ରାଷ୍ଟ୍ରୀୟ ଲୋକ […]
Read More Text.