ଆଇଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର: ରାଜ୍ୟ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ତ୍ୱରାନ୍ୱିତ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ଏକ ବଡ଼ ଧରଣର ପ୍ରଶାସନିକ ଅଦଳବଦଳ କରିଛନ୍ତି । ଏହି ଅଦଳବଦଳରେ ୪୯ ଜଣ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀଙ୍କୁ ନୂଆ ଦାୟିତ୍ଵ ଦିଆଯାଇଛି । ଏଥିରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ, ସଚିବ ଏବଂ ଜିଲ୍ଲାପାଳ ସ୍ତରର ଅଧିକାରୀମାନେ ସାମିଲ ଅଛନ୍ତି । ରାଜ୍ୟର ୩୦ଟି ଜିଲ୍ଲା ମଧ୍ୟରୁ ୧୫ଟି ଜିଲ୍ଲାକୁ ନୂଆ ଜିଲ୍ଲାପାଳ ମିଳିଛି […]
Read More Text.