ଖୁବଶୀଘ୍ର ନିଲାମ ହେବ ରାଜ୍ୟର ୨୨ଟି ଖଣି, ବଢିବ ରାଜସ୍ୱ : ମନ୍ତ୍ରୀ ବିଭୂତି ଭୂଷଣ ଜେନା
ଭୁବନେଶ୍ୱର : ଖୁବ୍ଶୀଘ୍ର ନିଲାମ ହେବ ରାଜ୍ୟର ୨୨ଟି ଖଣି । ଖଣି ନିଲାମ ଦ୍ୱାରା ରାଜସ୍ୱ ବଢିବ ବୋଲି ଇସ୍ପାତ ଏବଂ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ପ୍ରତିକ୍ରିୟା ରଖିଛନ୍ତି । ମନ୍ତ୍ରୀଙ୍କ କହିବା ଅନୁଯାୟୀ, ପୂର୍ବ ସରକାର ଦୀର୍ଘ ଦିନ ଧରି ଖଣି ନିଲାମ କରୁ ନଥିଲେ । ନୂଆ ସରକାର ଆସିବା ପରେ ଗୋଟିଏ ବର୍ଷରେ ୮ଟି ଖଣି ନିଲାମ କରିଛନ୍ତି । ଖୁବ୍ଶୀଘ୍ର ଆହୁରି ୨୨ଟି ଖଣି ନିଲାମ ନେଇ ପ୍ରସ୍ତୁତି […]
Read More Text.