Assembly 1068x601

ବିଧାନସଭାରୁ ବିଧାୟକଙ୍କ ଦାମୀ ସାମଗ୍ରୀ ଚୋରି, ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

ଭୁବେନଶ୍ବର: ବିଧାନସଭା ପରିସରରୁ ବିଧାୟକଙ୍କ ଦାମୀ ସାମଗ୍ରୀ ଚୋରି ହୋଇଛି। ସୁନା ଚେନ, ଦାମୀ ଘଣ୍ଟା, ପ୍ୟାଣ୍ଟ ଶାର୍ଟ ଚୋରି ହୋଇଥିବା ନେଇ ବିଧାୟକ ରାମଚନ୍ଦ୍ର କାଡାମ ଅଭିଯୋଗ କରିଛନ୍ତି। ତାଙ୍କ ଜିନିଷ ଫେରାଇଦେବା ଲାଗି କଂଗ୍ରେସ ପକ୍ଷରୁ ବାଚସ୍ପତି ସୁରମା ପାଢ଼ୀଙ୍କୁ ଚିଠି ଲେଖି ଦାବି କରିଛି। ଚିଠିରେ ଦର୍ଶାଯାଇଛି ଯେ, ଗତ ମାର୍ଚ୍ଚ ୨୬ ତାରିଖ ରାତି ପ୍ରାୟ ସାଢ଼େ ୨ଟାରେ ରାମଚନ୍ଦ୍ରଙ୍କ ଦାମୀ ସାମଗ୍ରୀ ଚୋରି ହୋଇଥିଲା। ଏ ନେଇ ଅଭିଯୋଗ କରାଯାଇଥିଲେ […]

Read More Text.
Murder c 1

ବୀମା ପାଇଁ ଦୁଇ ପତ୍ନୀଙ୍କୁ ହତ୍ୟା କରିଛି ଦୀପକ: ଶୁଭମିତ୍ରାଙ୍କ ବାପା

ଭୁବନେଶ୍ଵର : ଟ୍ରାଫିକ୍ କନଷ୍ଟେବଳ ଶୁଭମିତ୍ରା ମୃତ୍ୟୁ ଘଟଣାରେ ପୁଣି ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି।  ବୀମା ଟଙ୍କା ପାଇଁ ଦୀପକ ଦୁଇ ପତ୍ନୀଙ୍କୁ ହତ୍ୟା କରିଥିବା ନେଇ ସଙ୍ଗୀନ୍ ଅଭିଯୋଗ ଆଣିଛନ୍ତି ମୃତ ଶୁଭମିତ୍ରାଙ୍କ ବାପା। କେବଳ ଦୀପକ ନୁହେଁ ହତ୍ୟା ପଛରେ ତାଙ୍କ ବିଲ୍ଡର ଭାଇ ମାଷ୍ଟର ମାଇଣ୍ତ ଥିବା ମଧ୍ୟ ସେ କହିଛନ୍ତି। କେବଳ ଭାଇ ନୁହେଁ ତାର ମଉସା, ମାଉସୀ , ମାଉସୀ ପୁଅ, ଭଣଜା ଡାକ୍ତର ମଧ୍ୟ ସମ୍ପୃକ୍ତ […]

Read More Text.
Bda

ବରମୁଣ୍ଡା ବସ୍ ଟର୍ମିନାଲରେ ୧୧୨ ଟି ଦୋକାନ ଆବଣ୍ଟନ ପାଇଁ BDA ପକ୍ଷରୁ ଲଟେରୀ ବ୍ୟବସ୍ଥା

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (BDA) ଗୁରୁବାର ଦିନ ବାବାସାହେବ ଭୀମ ରାଓ ଆମ୍ବେଦକର ବସ୍ ଟର୍ମିନାଲ (BSABT) ରେ ହିତାଧିକାରୀମାନଙ୍କୁ ଦୋକାନ ଆବଣ୍ଟନ ପାଇଁ ଏକ ଲଟେରୀ କରିଥିଲେ ।  ଏହି କାର୍ଯ୍ୟକ୍ରମ କଳିଙ୍ଗ ବିହାରର K7 କଲ୍ୟାଣ ମଣ୍ଡପରେ BDA ସଚିବ ମାନସ ରଞ୍ଜନ ପାଢ଼ୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଥିଲା। ମାସିକ ଭଡା ଭିତ୍ତିରେ 112ଟି ଦୋକାନ ଆବଣ୍ଟନ ପାଇଁ ଲଟେରୀ ପ୍ରକ୍ରିୟା କରାଯାଇଥିଲା ।  BSABT ନିର୍ମାଣ ହେବା ପୂର୍ବରୁ ପୁରୁଣା ବରମୁଣ୍ଡା ବସ୍ […]

Read More Text.
Sahidnagar ps

ସ୍କୁଲ କ୍ୟାମ୍ପସରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର

ଭୁବନେଶ୍ୱର : ସ୍କୁଲ କ୍ୟାମ୍ପସରୁ ଉଦ୍ଧାର ହୋଇଛି ଏକ ନବଜାତ ଶିଶୁପୁତ୍ରର ମୃତଦେହ ।  ସହୀଦ ନଗର ଥାନା ଅଞ୍ଚଳର ଏକ ଘରୋଇ ଶିକ୍ଷାନୁଷ୍ଠାନ କ୍ୟାମ୍ପସରୁ ଏହି ମୃତ ଦେହ ଉଦ୍ଧାର ହୋଇଛି । କ୍ୟାମ୍ପସର ଅଳିଆ ଗଦାରୁ ଉଦ୍ଧାର କରାଯାଇଛି ଏହି ଶିଶୁଟିକୁ । କିଏ କାହିଁକି ଏହି ମୃତ ଶିଶୁଟିକୁ ଫିଙ୍ଗିଲା ସେ ନେଇ ତଦନ୍ତ କରୁଛି ପୋଲିସ । ଏନେଇ ସହୀଦ ନଗର ଥାନାରେ ଏକ ରିପୋର୍ଟ ଦେଇଛନ୍ତି ସ୍କୁଲ କର୍ତ୍ତୃପକ୍ଷ । କେହି […]

Read More Text.
Medical 1

ଘସିପୁ୍ରାରେ ବ୍ୟାପୁଛି ଝାଡ଼ାବାନ୍ତି, ଦୁଇ ମୃତ

ଆନନ୍ଦପୁର : ଝାଡ଼ାବାନ୍ତି ଆତଙ୍କ ।  ଦୁଇ ମୃତ ,ଅନେକ ଆକ୍ରାନ୍ତ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।  ଜିଲ୍ଲା ସ୍ବାସ୍ଥ୍ଯ ଟିମ୍ ପହଞ୍ଚି ପରଖିଲା ସ୍ଥିତି। କେନ୍ଦୁଝର ଜିଲ୍ଲା ଘସିପୁ୍ରା ବ୍ଲକ ଗଡବାନ୍ଧଗୋଡା ପଞ୍ଚାୟତ ପଟିଲୋ ଗାଁରେ ଝାଡ଼ାବାନ୍ତି ଲାଗି ରହିଛି ।  ଜିଲ୍ଲା ସ୍ବାସ୍ଥ୍ଯ ବିଭାଗର ସ୍ବତନ୍ତ୍ର ଟିମ୍ ସହ ସାଇଁକୁଳ ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ରରୁ ଏକ ଡାକ୍ତରୀ ଦଳ ଗାଁର ପହଞ୍ଚି ସ୍ଥିତି ପରଖିଛନ୍ତି । ପଟିଲୋ ମାଝୀ ସାହିର ପ୍ରଫୁଲ୍ଲ ମାଝୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେବା […]

Read More Text.
Anugul

ଝିଅକୁ ନ୍ୟାୟ ଦାବିରେ ୧୦ କିଲୋମିଟର ଚାଲିଲେ ମାଆ 

ଅନୁଗୋଳ : ଝିଅକୁ ନ୍ୟାୟ ଦାବିରେ ୧୦ କିଲୋମିଟର ଚାଲିଲେ ମାଆ  ।  ପଦଯାତ୍ରରେ ଆସି ଏସପି ଅଫିସ ଆଗରେ ଧାଣାରେ ବସିଲେ ।  ଅନୁଗୋଳ ସଦର ଥାନା ଶ୍ୟାମସୁନ୍ଦରପୁର ଗାଁରେ ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ପୋଲିସର ହାତ ଖାଲି ।  ଏଯାଏଁ ଅଭିଯୁକ୍ତକୁ ଗିରଫ କରିପାରିନି ପୋଲିସ । ଗତ ୭ ତାରିଖରେ ନାବାଳିକାକୁ ଦୁଷ୍କର୍ମ ସହ ହତ୍ୟା କରି ନାଳରେ ଫିଙ୍ଗି ଦେଇଥିଲେ ଦୁର୍ବୃତ୍ତ ।  ନିଜ ଝିଅକୁ ନ୍ୟାୟ ପାଇଁ ରାଜରାସ୍ତାରେ […]

Read More Text.
Congress

ରାଜ୍ୟ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ । ଅନାସ୍ଥା ପ୍ରସ୍ତାବ ଆଣିଲା ରାଜ୍ୟ କଂଗ୍ରେସ। ୧୫ ବିଧାୟକଙ୍କ ଦସ୍ତଖତ ଥିବା ଅନାସ୍ଥା ପ୍ରସ୍ତାବ ଆଣିଲା। ବିଧାନସଭା ସଚିବଙ୍କୁ ଭେଟି ଅନାସ୍ଥା ପ୍ରସ୍ତାବ ଦେଲା କଂଗ୍ରେସ ।  ଅନ୍ୟପଟେ ବିରୋଧୀ ବିଜେଡି କିନ୍ତୁ ଏପର୍ଯ୍ୟନ୍ତ ଅନାସ୍ଥା ପ୍ରସ୍ତାବକୁ ସମର୍ଥନ ଜଣାଇନାହିଁ । କଂଗ୍ରେସ କିନ୍ତୁ ବିରୋଧୀ ଦଳର ସହଯୋଗ ଲୋଡିଛି ।  ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଚାମ୍ବରରେ କଂଗ୍ରେସ ନେତା ପହଞ୍ଚି ସହଯୋଗ ଲୋଡିଛନ୍ତି […]

Read More Text.
Images

ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ, ବୟସ୍କ ଓ ଦୁର୍ବଳମାନଙ୍କୁ ଦିଆଯିବ ପ୍ରାଥମିକତା

ଭୁବନେଶ୍ଵର : ୬୦ ବର୍ଷ ପରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ । ମଧୁ ବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (NSAP)ରେ ସୁଭଦ୍ରା ଯୋଜନାର ପୂର୍ବ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ଚିଠି ଲେଖିଛି ସାମାଜିକ ସୁରକ୍ଷା ବିଭାଗ । ୬୦ ବର୍ଷ ପରେ ହିତାଧିକାରୀଙ୍କୁ ଏଥିରେ ଆବେଦନ କରିବାକୁ ପଡ଼ିବ । ଅଧିକ ବୟସ୍କ ଓ ଦୁର୍ବଳ ଲୋକଙ୍କୁ ଅଧିକ ପ୍ରାଥମିକତା ଦିଆଯିବ । ମଧୁ ବାବୁ ପେନସନ ଯୋଜନା (MBPY) ଏବଂ […]

Read More Text.
Death g cow

ଫସଲ ନଷ୍ଟ କଲେ ଗୋରୁ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଲେ ୨୨ ପରିବାର

ନବରଙ୍ଗପୁର: ଜଙ୍ଗଲ ଜମିରେ ଫସଲ ନଷ୍ଟ କଲେ ଗୋରୁ । ଅଭିନବ ପ୍ରତିବାଦରେ ୨୨ ପରିବାର। ଉମରକୋଟର ଜଙ୍ଗଲ ଜମିରେ ହୋଇଥିବା ଚାଷକୁ ଦୁଇ ବନ ସୁରକ୍ଷା ସମିତିର ସଦସ୍ୟ ଗୋରୁ ଚୋରେଇ ଫସଲ ନଷ୍ଟ କରିଦେଇଥିବା ଅଭିଯୋଗ ହୋଇଛି ।  ଏନେଇ ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଖାଲିବେଢ଼ା ଗାଁର ୨୨ଟି ପରିବାର । ହଣ୍ଡା ଡେକିଚି ଆଣି ରୋଷେଇ କରି ଖାଇଲେ।  ଆଉ ଧାରଣାରେ ବସିଲେ। ଉମରକୋଟ ବ୍ଲକ ହୀରାପୁର ପଞ୍ଚାୟତ ଖଲିଗୁଡା […]

Read More Text.
Dog 1 1

ବୁଲା କୁକୁର ଗଣନା ଆରମ୍ଭ କଲା ବିଏମ୍‌ସି

ଭୁବନେଶ୍ବର: ପ୍ରଥମ ଥର ପାଇଁ ବୁଲାକୁକୁର ଗଣନା ଭୁବନେଶ୍ବରରେ ଆରମ୍ଭ ହେଲା । ଗୁରୁବାର ଠାରୁ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପକ୍ଷରୁ କୁକୁର ଘଣନା ଆରମ୍ଭ ହୋଇଛି । ଗୁରୁବାର ଭୋର ୫ଟା ରୁ ବିଏମସି ଅଧିକାରୀଙ୍କ ସମେତ ଅନ୍ୟ କର୍ମଚାରୀମାନେ ବିଭିନ୍ନ ୱାର୍ଡ ଏବଂ ଗଳିକନ୍ଦିରେ ବୁଲତ କୁକୁର ଗଣନା କରିଛନ୍ତି। ଏକକାଳୀନ ୬୭ଟି ୱାର୍ଡରେ ଗଣନା ପ୍ରକ୍ରିୟାରେ ସାମିଲ ହୋଇଛନ୍ତି ବିଏମସିର ୪୧୦ କର୍ମଚାରୀ । ତେବେ ସେପ୍ଟେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ବିଏମସିର […]

Read More Text.