ବାରିପଦା ଠାରେ ଜାତୀୟ କ୍ରୀଡା ଦିବସ -୨୦୨୫ ପାଳନ ଅବସରରେ ରାଲି ଅନୁଷ୍ଠିତ
ବାରିପଦା : ଅଗଷ୍ଟ ତା ୨୯ ରୁ ୩୧ ତାରିଖ ଜାତୀୟ କ୍ରୀଡା ଦିବସ ଅବସରରେ କ୍ରୀଡା,ଉତ୍ସାହ ଓ ଏକତାର ଦେଶ ବ୍ୟାପୀ ଉତ୍ସବ ପାଳନ ପରିପ୍ରେକ୍ଷୀରେ ଆଜି ବାରିପଦା ଠାରେ ଜିଲ୍ଲା କ୍ରୀଡା ବିଭାଗ ଓ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ କ୍ରୀଡା ଛାତ୍ରବାସ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ରାଜ୍ୟସଭା ସାଂସଦ ଶ୍ରୀମତୀ ମମତା ମହାନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ […]
Read More Text.