ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା; ୨୧ରୁ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ
ଭୁବନେଶ୍ୱର: ସୌମ୍ୟାଶ୍ରୀ ଆତ୍ମାହୂତି ଘଟଣାରେ ତାଙ୍କ ମୃତ୍ୟୁ ପାଇଁ ବ୍ୟବସ୍ଥାଗତ ବିଫଳତାକୁ ଦାୟୀ କରି ଓ ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ ଦାବିରେ ବିଜୁ ଜନତା ଦଳ ତରଫରୁ ବିଭିନ୍ନ ଆନ୍ଦୋଳନାତ୍ମକ କାର୍ଯ୍ୟକ୍ରମ ଜାରି ରହିଥିବା ବେଳେ, ଆସନ୍ତା ଜୁଲାଇ ୨୧ ତାରିଖରେ ଦଳ ତରଫରୁ ରାଜ୍ୟର ସମସ୍ତ ଆରଡିସି ଅଫିସ ଘେରାଉ କାର୍ଯ୍ୟକ୍ରମ ହେବ ବୋଲି ଆଜି ଦଳ ତରଫରୁ ସୂଚନା ଦିଆଯାଇଛି। ଶଙ୍ଖ ଭବନ ଠାରେ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ, ଦଳର ବରିଷ୍ଠ ଉପସଭାପତି […]
Read More Text.