ଆଶ୍ରମ ସ୍କୁଲ ଛାତରୁ ଖସି ଗ୍ରୀଲ୍ ଉପରେ ଲାଖି ରହିଲେ ନାବାଳକ
ରାୟଗଡ଼ା: ରାୟଗଡ଼ା ଜିଲ୍ଲା ପୁରୁଣା ଗୁଣୁପୁର ଆଶ୍ରମ ସ୍କୁଲରେ ଅଘଟଣ। ଗଣେଶ ପୂଜା ପାଇଁ ଆସିଥିବା ବେଳେ ଅଘଟଣର ଶିକାର ହେଲେ ନାବାଳକ। ଛାତରୁ ଖସି ଲୁହା ଗ୍ରୀଲ୍ ଉପରେ ପଡି ଘଣ୍ଟାଏ ସମୟ ଧରି ଲାଖି ରହିଲେ ନାବାଳକ। ଉଦ୍ଧାର କଲେ ଅଗ୍ନିଶମ ବାହିନୀ। ଛାତ୍ର ଜଣଙ୍କ ତୃତୀୟ ଶ୍ରେଣୀରେ ପଢୁଥିବା ଜଣାପଡିଛି। ସୂଚନା ମୁତାବକ, ରାୟଗଡ଼ା ଜିଲ୍ଲା ପୁରୁଣା ଗୁଣୁପୁର ଆଶ୍ରମ ସ୍କୁଲରେ ଗଣେଶ ପୂଜା ଚାଲିଥିଲା। ପିଲାମାନେ ଜଣେ ପରେ ଜଣେ ଆସି […]
Read More Text.